ସେନ୍‌ହାଇସର ପକ୍ଷରୁ ଦିଓ୍ବାଲି ଅଫର

ନୂଆଦିଲ୍ଲୀ,୨୭।୧୦: ବହୁରାଷ୍ଟ୍ରୀୟ ଅଡିଓ ଜିଆଣ୍ଟ ସେନ୍‌ହାଇସର ପକ୍ଷରୁ ଦିଓ୍ବାଲି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବର୍ଷର ସର୍ବବୃହତ୍‌ ସେଲ୍‌ ଦ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ସେଲ୍‌ ମାଧ୍ୟମରେ ଚଳିତ ବର୍ଷ ଦୀପାବଳି ଅବସରରେ ଏହାର ବେଷ୍ଟ ସେଲିଂ ପ୍ରଡକ୍ଟ ରେଞ୍ଜରେ ଉତ୍ସାହଜନକ ଅଫର ଘୋଷଣା କରିଛି।

ଏହି ସେଲ୍‌ରେ ଗ୍ରାହକମାନେ ସେନ୍‌ହାଇସରର ବେଷ୍ଟସେଲିଂ ପ୍ରଡକ୍ଟ ଯେପରିକି ସେନ୍‌ହାଇସର ଏଚ୍‌ଡି ୨୮୦ ପ୍ରୋ, ସେନ୍‌ହାଇସର୍‌ ଏକ୍ସଏସ୍‌ ଲାଭ୍‌ୟୁଏସ୍‌ବି-ସି ମୋବାଇଲ, ସେନ୍‌ହାଇସର ଏଚ୍‌ଡି ୪୦୦ ପ୍ରୋ, ସେନ୍‌ହାଇସର ଏମ୍‌କେଇ ୨୦୦, ସେନ୍‌ହାଇସର ଆଇଇ ୧୦୦ ପ୍ରୋ ଆଦିକୁ ଆକର୍ଷଣୀୟ ମୂଲ୍ୟରେ କ୍ରୟ କରିପାରିବେ। ବିଶେଷକରି ଏମ୍‌କେଇ ୨୦୦ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ସେଲ୍‌ ୨୦୨୨ ସମୟରେ ୮୨୭୯ ଟଙ୍କାର ଆକର୍ଷଣୀୟ ରିହାତି ମୂଲ୍ୟରେ ଉପଲବ୍ଧ ହେଉଛି। ସେହିପରି ସେନ୍‌ହାଇସରର ଆଇଇ ୧୦୦ ପ୍ରୋ ୱାୟାରଲେସ୍‌ ଇନ୍‌-ଇୟର ମନିଟରଗୁଡ଼ିକରେ ଆଇ ପ୍ରୋ ବିଟି କନେକର୍ଟରେ ଏକ ବିଲ୍ଟ-ଇନ୍‌ ମାଇକ୍ରୋଫୋନ୍‌, କଲ୍‌ ଓ ମ୍ୟୁଜିକ୍‌ କଣ୍ଟ୍ରୋଲ ପାଇଁ ରିମୋଟ୍‌ ଓ ୧୦ଘଣ୍ଟା ପର୍ଯ୍ୟନ୍ତ ଏକ ବ୍ୟାଟେରି ଲାଇଫ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri