ସମ୍ବଲପୁର ହାତୀ ମୃତ୍ୟୁର ଫର୍ଦ୍ଦଫାଶ କଲେ ଡିଏଫ୍‌ଓ

ସମ୍ବଲପୁର,୨୩।୬(ବ୍ୟୁରୋ): ସମ୍ବଲପୁର ସାପଲହରା ଦନ୍ତାହାତୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଡିଏଫ୍‌ଓ ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାକ୍ରମ ବର୍ଣ୍ଣନା କରିଛନ୍ତି। ଡିଏଫଓଙ୍କ କହିବା ଅନୁଯାୟୀ, ବ୍ୟବଚ୍ଛେଦ ବେଳେ ହାତୀ ଦେହରୁ ଗୋଟିଏ ଗୁଳି ମିଳିଛି। ଏ ନେଇ ଏକ ମାମଲା ରୁଜୁ କରାଯାଇ ୩ ଜଣଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଅନ୍ୟପକ୍ଷେ, ଅଟକ ଯୁବକଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ମଧ୍ୟ ଜବତ କରାଯାଇଥିବା ସୂଚନା ଦେଇଛନ୍ତି। ଗୁଳିମାଡ ଯୋଗୁ ହାତୀର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଅକାମୀ ହୋଇଯାଇଥିଲା ବୋଲି ସେ କହିଛନ୍ତି। ବିଶେଷଜ୍ଞଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରଥମେ ପାଣିରେ ଚିକିତ୍ସା କରାଯାଇଥିଲା। ପରେ ୨୧ ତାରିଖ ଦିନ ହାଇଡ୍ରା ଓ ଜେସିବି ସାହାଯର୍‌ୟରେ ବାହାରକୁ ଅଣାଯାଇଥିଲା। ବାହାରକୁ ଆଣିବା ପରେ ହାତୀର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri