ସମ୍ବଲପୁର ହାତୀ ମୃତ୍ୟୁର ଫର୍ଦ୍ଦଫାଶ କଲେ ଡିଏଫ୍‌ଓ

ସମ୍ବଲପୁର,୨୩।୬(ବ୍ୟୁରୋ): ସମ୍ବଲପୁର ସାପଲହରା ଦନ୍ତାହାତୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଡିଏଫ୍‌ଓ ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାକ୍ରମ ବର୍ଣ୍ଣନା କରିଛନ୍ତି। ଡିଏଫଓଙ୍କ କହିବା ଅନୁଯାୟୀ, ବ୍ୟବଚ୍ଛେଦ ବେଳେ ହାତୀ ଦେହରୁ ଗୋଟିଏ ଗୁଳି ମିଳିଛି। ଏ ନେଇ ଏକ ମାମଲା ରୁଜୁ କରାଯାଇ ୩ ଜଣଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଅନ୍ୟପକ୍ଷେ, ଅଟକ ଯୁବକଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ମଧ୍ୟ ଜବତ କରାଯାଇଥିବା ସୂଚନା ଦେଇଛନ୍ତି। ଗୁଳିମାଡ ଯୋଗୁ ହାତୀର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଅକାମୀ ହୋଇଯାଇଥିଲା ବୋଲି ସେ କହିଛନ୍ତି। ବିଶେଷଜ୍ଞଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରଥମେ ପାଣିରେ ଚିକିତ୍ସା କରାଯାଇଥିଲା। ପରେ ୨୧ ତାରିଖ ଦିନ ହାଇଡ୍ରା ଓ ଜେସିବି ସାହାଯର୍‌ୟରେ ବାହାରକୁ ଅଣାଯାଇଥିଲା। ବାହାରକୁ ଆଣିବା ପରେ ହାତୀର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri