ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ମାମଲା: ଡିଏଫ୍‌ଓ ସଂଗ୍ରାମ କେଶରୀଙ୍କୁ ଜେରା

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଶୁକ୍ରବାର ତାଙ୍କ କାର୍ଯ୍ୟାଳୟରେ ଜେରା କରାଯାଉଛି। ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆଜି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଜେରା କରୁଛନ୍ତି।

ସୂଚନାଯୋଗ୍ୟ, ସୌମ୍ୟଙ୍କ ମୃତ୍ୟୁ ପରଠାରୁ ତାଙ୍କ ପରିବାର ଲୋକେ ବିଦ୍ୟାଭାରତୀ, ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ସଂପୃକ୍ତି ଥିବା ଅଭିଯୋଗ କରି ସେମାନଙ୍କ ନାଁରେ  ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତି କରି କ୍ରାଇମବ୍ରାଞ୍ଚ ଟିମ୍‌ ଡିଏଫ୍‌ଓଙ୍କୁ ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri