ପାଟଣାରେ ମାଫିଆ ବେଲଗାମ, ବେଆଇନ ଗଛକଟାକୁ ନେଇ ଡିଏଫ୍‌ଓଙ୍କ ଚଢ଼ାଉ, ଜବତ କଲେ…

ପାଟଣା,୨୦।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବନ ବିଭାଗର ନିଷ୍କ୍ରିୟତାକୁ ନେଇ ରେଞ୍ଜ ଅଞ୍ଚଳରେ ଏବେ କାଠ ମାଫିଆ ସକ୍ରିୟ ହୋଇପଡିଛନ୍ତି। ଦିନ ଦ୍ୱିପହରରେ ମାଫିଆମାନେ ମେସିନ ଲଗାଇ ଗଛ କାଟି ନେଇ ଚାଲାଣ କରୁଛନ୍ତି। ବନ ବିଭାଗର କିଛି କର୍ମଚାରୀଙ୍କୁ ହାତଗୁଞ୍ଜା ଦେଇ ମାଫିଆ ମାନେ କୋଟି କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ଗଛ କାଟି ନେଉଥିବା ଆଲୋଚନା ହେଉଛି। ମଙ୍ଗଳବାର ଖୁଣ୍ଟାପଡା ଏବଂ ଖଜିରାପଶି ଗ୍ରାମର ସରକାରୀ ଜମିରେ ଶହ ଶହ ୟୁକାଲିପଟାସ ଗଛ କଟା ଯାଇଥିବା ନେଇ ଅଭିଯୋଗ ପରେ ବନପାଳ ନିରଞ୍ଜନ ସେଠୀ ପହଞ୍ଚି କେବଳ ଗଛ କଟା ମେସିନକୁ ଜବତ କରିଥିଲେ। ସେହିଭଳି ବୁଧବାର ଅପରାହ୍ନରେ ଘଟଣା ସ୍ଥଳରେ ଡିଏଫ୍‌ଓ ଏଚ୍‌ଡି ଧନରାଜ ପହଞ୍ଚି କାଠଗୁଡିକୁ ଜବତ କରି ଟ୍ରକ ସାହାଯ୍ୟରେ ରେଞ୍ଜ କାର୍ଯ୍ୟାଳୟ କୁ ନେଇ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri