Posted inଜାତୀୟ

୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ ଏୟାର ଇଣ୍ଡିଆକୁ DGCAର ନୋଟିସ୍‌

ନୂଆଦିଲ୍ଲୀ,୨୧ା୬: ଅହମ୍ମଦାବାଦରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାକୁ ନେଇ ୩ କ୍ରୁ ସଦସ୍ୟଙ୍କୁ ବହିଷ୍କାର ନିମନ୍ତେ ଏୟାର ଇଣ୍ଡିଆକୁ DGCA ନିର୍ଦ୍ଦେଶ ଦେଇଛି। ଲାଇସେନ୍ସ ଲାପ୍ସ, ବିଶ୍ରାମ ଓ ନୂତନତା ଆବଶ୍ୟକତା ଦର୍ଶାଇଛି DGCA। ଏଥିସହ ଦୁଇଟି ଉଡ଼ାଣ ପାଇଁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛି। ମେ’ ୧୬ ବେଙ୍ଗାଲୁରୁ-ଲଣ୍ଡନ ବିମାନ ଉଡ଼ାଣ ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛି। ପାଇଲଟ୍‌ ୧୦ ଘଣ୍ଟାରୁ ଅଧିକ ସମୟ ଉଡ଼ାଣ କରିଥିବାରୁ ନୋଟିସ୍‌ ଜାରି ହୋଇଛି।

ଏହି ୩ କ୍ରୁ ମେମ୍ବର ହେଲେ ଚୁରାହ ସିଂହ, ଡିଭିଜନାଲ ଭାଇସ୍‌ ପ୍ରେସିଡେଣ୍ଟ ପିଙ୍କି ମିତ୍ତଲ ମୁଖ୍ୟ ପରିୁଚାଳିକା କ୍ରୁ ସୂଚୀକରଣ ଏବଂ ପାୟଲ ଆରୋରା ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri