ବିମାନ କମ୍ପାନୀଙ୍କୁ ୨୮ ଜୁଲାଇ ପର୍ଯ୍ୟନ୍ତ ସମୟ ଦେଲେ ଡିଜିସିଏ…

ନୂଆଦିଲ୍ଲୀ, ୧୯।୭ : ଉଡ଼ାଣ ସମୟରେ ବିମାନରେ ଘଟୁଥିବା ତ୍ରୁଟି କ୍ରମାଗତ ବଢ଼ିବାରେ ଲାଗିଛି। ଏସମ୍ପର୍କରେ ଡିଜିସିଏ କଡା ଆଭିମୁଖ୍ୟ ଗ୍ରହଣ କରିଛି। ଡିଜିସିଏ ଜୁଲାଇ ୨୮ ପର୍ଯ୍ୟନ୍ତ ସମସ୍ତ ବିମାନ କମ୍ପାନୀକୁ ସମୟ ଦେଇଛି । ପ୍ରତ୍ୟେକ ବିମାନ ଉଡ଼ାଣ ପୂର୍ବରୁ ନିୟମ ଅନୁଯାୟୀ ଜାହାଜକୁ ଭଲ ଭାବରେ ଯାଞ୍ଚ କରାଯିବା ଉଚିତ ବୋଲି ଡିଜିସିଏ କହିଛି। ଯଦି ଏଥିରେକୌଣସି ପ୍ରକାରର ସମସ୍ୟା ଥାଏ, ତେବେ ଏହାକୁ ଜୁଲାଇ ୨୮ସୁଦ୍ଧା ଶେଷ କରିବାକୁ ଡିଜିସିଏ ନିର୍ଦ୍ଦେଶ ଜାରି କରିଛି। ବିମାନ କମ୍ପାନୀଗୁଡିକ ବାରମ୍ବାର ଏଭଳି ଦୁର୍ଘଟଣା ଚିହ୍ନଟ କରିବାରେ ସକ୍ଷମ ହେଉ ନଥିବାରୁ ଡିଜିସିଏ ଆଶ୍ଚର୍ଯ୍ୟ ପ୍ରକଟ କରିଛି। ସ୍ପାଇସଜେଟ ଏବଂ ଇଣ୍ଡିଗୋ ବିମାନରେ ସମସ୍ୟା ସାମ୍ନାକୁ ଆସିଛି। ଏହି ଅନ୍ତର୍ଜାତୀୟ ବିମାନଗୁଡିକୁ କରାଚିରେ ଅବତରଣ କରିବାକୁ ପଡିଛି।

ସୂଚନା ଅନୁଯାୟୀ, ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଡିଜିସିଏ ସ୍ପଟ ଯାଞ୍ଚ କରିଥିଲା ଏବଂ ଅନେକ ତ୍ରୁଟି ଦେଖାଯାଇଥିଲା। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବିମାନ କମ୍ପାନୀରେ ତ୍ରୁଟି ଚିହ୍ନଟ କରିବାରେ ବିମାନ କମ୍ପାନୀଗୁଡିକର ଭୁଲ ରହିଛି।

ବିମାନବନ୍ଦରରେ ଯୋଗ୍ୟ ଇଞ୍ଜିନିୟରମାନଙ୍କୁ ନିୟୋଜିତ କରାଯାଉ ନାହିଁ ବୋଲି ଡିଜିସିଏ ଜାଣିବାକୁ ପାଇଛି। ଏଭଳି ପରିସ୍ଥିତିରେ ଡିଜିସିଏ କହିଛନ୍ତି ଯେ ବିମାନ ସେବାଗୁଡିକ ଜୁଲାଇ ୨୮ ସୁଦ୍ଧା ଏହି ସମସ୍ୟାର ସମାଧାନ କରିବା ଉଚିତ। ନଚେତ ଦୃଢ଼ ପଦକ୍ଷେପ ଗ୍ରହଣ କରିବାରେ କୌଣସି ଦ୍ୱିଧା ପ୍ରକାଶ କରାଯିବ ନାହିଁ। ବିମାନର ସୁରକ୍ଷା ସମ୍ପର୍କରେ ବିମାନ ଚଳାଚଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବୈଠକ ପରେ ସୋମବାର ଏହି ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri