କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସମ୍ପର୍କିତ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ଆସିବା ପରେ ବୋଇଂ ୭୮୭ ଏବଂ ବୋଇଂ ୭୩୭ ବିମାନଗୁଡ଼ିକର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଆସନ୍ତା ୨୧ ତାରିଖ ସୁଦ୍ଧା ଯାଞ୍ଚ କରିବାକୁ ସୋମବାର ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଏୟାର ଇଣ୍ଡିଆର ଦୁର୍ଘଟଣାଗ୍ରସ୍ତ ବୋଇଂ ୭୮୭ ବିମାନର ଫୁଏଲ୍‌ କଣ୍ଟ୍ରୋଲ ସୁଇଚ୍‌ କଟ୍‌ ଅଫ୍‌ ହୋଇଯାଇଥିଲା ବୋଲି ପ୍ରାରମ୍ଭିକ ତଦନ୍ତ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ରେ ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ (ଏଫ୍‌ଏଏ) ମଧ୍ୟ ବୋଇଂର କେତେକ ନିର୍ଦ୍ଦିଷ୍ଟ ମଡେଲରେ ଫୁଏଲ୍‌ କଣ୍ଟ୍ରୋଲ ସୁଇଚ୍‌ର ଲକିଂ ବ୍ୟବସ୍ଥାରେ ସମ୍ଭାବ୍ୟ ବିଘଟନ ନେଇ ପ୍ରଶ୍ନ ଉଠାଇଥିଲା। କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri