Posted inଜାତୀୟ

ଇଣ୍ଡିଗୋ ଉପରେ ୫ ଲକ୍ଷ ଟଙ୍କା ଜରିମାନା, ଦିବ୍ୟାଙ୍ଗଙ୍କୁ ବିମାନରେ ଚଢିବାକୁ କରିଥିଲା ମନା

ନୂଆଦିଲ୍ଲୀ,୨୮ ।୫: ଜଣେ ଦିବ୍ୟାଙ୍ଗ ଯାତ୍ରୀଙ୍କୁ ବିମାନରେ ଚଢିବାକୁ ଇଣ୍ଡିଗୋ ଏୟାର ଲାଇନ୍ସ ମନା କରିଦେଇଥିବା ଅଭିଯୋଗରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଡିଜିସିଏ କମ୍ପାନୀ (ଇଣ୍ଡିଗୋ) ଉପରେ ୫ଲକ୍ଷ ଟଙ୍କାର ଜରିମାନା କରିଛି ।
ସୂଚନାଯୋଗ୍ୟ, ଇଣ୍ଡିଗୋ ମେ’ ୭ରେ ରାଞ୍ଚି ଏୟାରପୋର୍ଟରେ ଜଣେ ଦିବ୍ୟାଙ୍ଗଙ୍କୁ ବିମାନରେ ଚଢିବାକୁ ମନା କରିଦେଇଥିଲା । ଏବେ ଏହା ଉପରେ କଡା କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଡିଜିସିଏ କମ୍ପାନୀ ଉପରେ ୫ ଲକ୍ଷ ଟଙ୍କା ଜରିମାନା କରିଛି ।
ଏହି ଘଟଣାକୁ ନେଇ ଡିଜିସିଏ କମ୍ପାନୀକୁ ବହୁକଥା ଶୁଣାଇଛି । ରେଗୁଲେଟର କହିଛି କମ୍ପାନୀର ଗ୍ରାଉଣ୍ଡ ଷ୍ଟାଫ ଜଣେ ଦିବ୍ୟାଙ୍ଗ ପିଲାଙ୍କୁ ସମ୍ଭାଳି ପାରିଲେ ନାହିଁ । ଓଲଟା ପରିସ୍ଥିତିକୁ ଆହୁରି ଖରାପ କରିଦେଲେ । ଏହି ମାମଲାରେ ସେ ଅଧିକ ସେମ୍ବଦନଶୀଳ ହେବା କଥା । କମ୍ପାନୀର କର୍ମଚାରୀ ଏମିତି କରିପାରିବେ ନାହ ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri