ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ପରେ ବୃଦ୍ଧି ପାଇଥିବା ବିପଦକୁ ଦୃଷ୍ଟିରେ ରଖି ହଠାତ୍‌ ଏପରି ଯୋଜନା ପ୍ରସ୍ତୁତ କରିଛି ଡିଜିସିଏ ।

ବାହାରିନ୍‌, ଇରାନ୍‌, ଇରାକ୍, ଇସ୍ରାଏଲ, ଜୋର୍ଡାନ, କୁଏତ୍‌, ଲେବାନନ୍‌, କତାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ଆକାଶମାର୍ଗକୁ ଏଡ଼ାଇବା ପାଇଁ DGCA ବିଭିନ୍ନ ବିମାନ କମ୍ପାନୀକୁ କହିଛି। ଆସନ୍ତା ୨୮ ତାରିଖ ଯାଏ ଯାତ୍ରା ନ କରିବାକୁ DGCA ପରାମର୍ଶ ଦେଇଛି। ତେବେ ସାଉଦିଆରବ ଏବଂ ଓମାନ ପାଇଁ ଡିଜିସିଏ ସର୍ତ୍ତମୂଳକ ଅନୁମତି ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?