ଦିନିକିଆ ନୂଆପଡା ଗସ୍ତରେ ଡିଜିପି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି। ଜିଲାର ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ନୂଆପଡା ଏସ୍‌ପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ଡିଜିପି । ଏହି ବୈଠକରେ ନୂଆପଡା ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କ ସମେତ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେଶନ ଅମିତାଭ ଠାକୁରଙ୍କ ସହ ଜିଲାର ଛତିଶଗଡ଼ ସୀମା ଓ ସୀମାବର୍ତ୍ତୀ ଗାଁରେ ମାଓବାଦୀ ଗତିବିଧିର ସମୀକ୍ଷା କରିଛନ୍ତି । ଆଗକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଇନ ଶୃଙ୍ଖଳା ଉପରେ ଆଲୋଚନା ଓ ସମୀକ୍ଷା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri