ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ କୋଭିଡ ସମ୍ପର୍କିତ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ପୁଲିସ ଡିଜି ଅଭୟ କହିଛନ୍ତି। ସେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ପାଳନ କରିବାକୁ ଅପିଲ କରିଛନ୍ତି।

ଏପ୍ରିଲରେ କେବଳ ଅମାନିଆମାନଙ୍କଠାରୁ ମାସ୍କ ବାବଦରେ ୫ କୋଟି ୨୪ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। ମାସ୍କ ଓ ସାମାଜିକ ଦୂରତ୍ୱ ଭଙ୍ଗ ପାଇଁ ମୋଟ ୫.୬୬ କୋଟି ଜରିମାନା ଆଦାୟ କରାଯାଇଛି। ଏପ୍ରିଲ ୩୫୦ ଦୋକାନ ଓ ଇନ୍‌ଷ୍ଟିଚ୍ୟୁଟ୍‌ ସିଲ୍‌ ହୋଇଥିବା ଡିଜିପି କହିଛନ୍ତି। କୋଭିଡ ନିୟମ ଭଙ୍ଗ ପାଇଁ ୪୧୮ ଗିରଫ ହୋଇଛନ୍ତି। ୧୮ ହଜାର ଗାଡ଼ି ଜବତ ହୋଇଛି। ଏଭଳି କରିବାକୁ ଇଚ୍ଛା ନ ଥିଲେ ହେଁ ସୁରକ୍ଷା ପାଇଁ ଏସବୁ କରୁଛୁ ବୋଲି ସେ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ମୟୂରଭଞ୍ଜକୁ ଆଣିଦେଲା ବିପତ୍ତି

ବାରିପଦା ଅଫିସ,୨୦।୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିଛି । ବିଶୋଇ ବ୍ଳକ...

ଲଘୁଚାପ ଘନୀଭୂତ, ୧୨ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର...

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ...

ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି...

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି...

ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ...

ଝିଅ ଆଗରେ ନଦୀକୁ ଡେଇଁଲେ ବାପା

ମାଲକାନଗିରି,୩୦ା୧୦(ଡି.ଏନ୍‌.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା...

ଅବହେଳା ପାଇଁ ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୪ା୭(ବ୍ୟୁରୋ): କରୋନା ମୁକାବିଲା ପାଇଁ ସବୁଠାରୁ ଅଧିକ କଟକଣା ଓ ନିର୍ଦ୍ଦେଶନାମା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଜାରି କରୁଛି। ହେଲେ ତାହା ଠିକ୍‌...

Advertisement
Archives

Model This Week