ବାହୁଙ୍ଗି ନେଇ ଧବଳେଶ୍ୱର ପୀଠକୁ ଯାଇପାରିବେନି କାଉଡିଆ

ଆଠଗଡ଼,୧୫।୭(ଡି.ଏନ୍‌.ଏ): ଧବଳେଶ୍ୱର ପୀଠ ଭିତରକୁ କାଉଡିଆ ବାହୁଙ୍ଗି ଆଣିବାକୁ ବାରଣ କଲେ ଆଠଗଡ଼ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ । କାଉଡିଆମାନେ କେବଳ ମାନସିକ କଳସ ଓ ଭୋଗ ନେଇ ଭିତରକୁ ଯାଇପାରିବେ। ଏ ନେଇ ଉପଜିଲାପାଳ ଶୁକ୍ରବାର ସୂଚନା ଦେଇଛନ୍ତି। କେବଳ ଝୁଲାପୋଲ ପର୍ଯ୍ୟନ୍ତ କାଉଡିଆ ବାହୁଙ୍ଗି ଆଣିପାରିବେ ଏବଂ ସେଠାରେ ହିଁ ରଖିବେ ବୋଲି ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଝୁଲାପୋଲ ଦେଇ କେବଳ ପାଣି କଳସ ଏବଂ ଭୋଗ ନେଇ ଶ୍ରଦ୍ଧାଳୁ ପୀଠ ଭିତରକୁ ଯାଇପାରିବେ। ଶ୍ରଦ୍ଧାଳୁ କିଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିବେ, ସେନେଇ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri