ଦୀର୍ଘ ଦିନର କଟକଣା ପରେ କାଲିଠୁ ଖୋଲିବ ଧବଳେଶ୍ୱରଙ୍କ ପୀଠ

କଟକ ଅଫିସ, ୭।୧: ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ। କରୋନା କଟକଣା ମଧ୍ୟରେ ସକାଳୁ ବାବା ଧବଳେଶ୍ୱରଙ୍କ ପୀଠ ଖୋଲାଯିବ। ଏ ନେଇ ଗୁରୁବାର ଆଠଗଡ଼ ଉପଜିଲାପାଳଙ୍କ ସଭା ଗୃହରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମେ ପୂଜକ ପରିବାର ଦର୍ଶନ କରିବେ, ପରେ ୯ ଓ ୧୦ରେ ସ୍ଥାନୀୟ ପଞ୍ଚାୟତବାସୀଙ୍କୁ ଦର୍ଶନର ସୁଯୋଗ ମିଳିବ । ୧୧ରୁ ସାଧାରଣ ଦର୍ଶନ ଆରମ୍ଭ ହେବ। ତେବେ ଦର୍ଶନ ସମୟରେ ମନ୍ଦିର ଭିତରେ କରୋନା କଟକଣାକୁ କଡାକଡି ରୂପେ ପାଳନ କରାଯିବ। ଏକା ଥରକେ ୫୦ରୁ ଅଧିକ ଶ୍ରଦ୍ଧାଳୁ ଦର୍ଶନ ପାଇଁ ଯାଇପାରିବେ ନାହିଁ। ୬ ଫୁଟର ଦୂରତା ରଖି ଭକ୍ତ ଦର୍ଶନ କରିବେ। ଏଥିସହ ସାନିଟାଇଜ ଓ ମାସ୍କ ବାଧ୍ୟତାମୂଳକ କରାଯାଇଥିବା ଉପଜିଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ...

ସଂକ୍ରମିତ କୋଭିଡ୍‌ ଯୋଦ୍ଧାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଓଲଟିଲା

ଗୋପାଳପୁର,୨୩ା୬- ଗଞ୍ଜାମ ଜିଲା କନିଷି ବ୍ଲକର ଜଣେ କରୋନା ଯୋଦ୍ଧାଙ୍କ ଗତ ୧୮ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲରେ...

ପାସେଞ୍ଜର ହଲ୍ଟରେ ସେବା ଠପ୍‌

ଢେଙ୍କାନାଳ ଅଫିସ, ୧୫।୩: କରୋନାକୁ ପୂରିଲାଣି ବର୍ଷେ। ତଥାପି ଶତପ୍ରତିଶତ ସ୍ବାଭାବିକ ହୋଇପାରିନି ଟ୍ରେନ୍‌ ଚଳାଚଳ। ହାତଗଣତି ରେଳ ସେବା ଯୋଗାଉଥିବାବେଳେ ଟ୍ରାକ୍‌ରେ ଗଡ଼ିନି ପାସେଞ୍ଜର ଟ୍ରେନ୍‌।...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି।...

ବିଧାୟକଙ୍କ ଅଚାନକ ସ୍କୁଲ ପରିଦର୍ଶନ, କାଗଜପତ୍ର ଯାଞ୍ଚ

ବଇଣ୍ଡା,୨୩।୯(ଡି.ଏନ.ଏ)-କିଶୋରନଗର ବ୍ଲକ ଜାମ୍ବୁନାଳୀ ପଞ୍ଚାୟତ ଜାମ୍ବୁନାଳୀ ସରକାରୀ ଉ.ପ୍ରା ବିଦ୍ୟାଳୟକୁ ସୋମବାର ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଅଚାନକ ଗସ୍ତ କରିଛନ୍ତି। ବିଦ୍ୟାଳୟ ଶ୍ରେଣୀଗୃହକୁ ଯାଇ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି...

ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା...

Advertisement
Archives

Model This Week