କାଉଡ଼ିଆଙ୍କ ପାଇଁ କଟକଣା: ଧବଳେଶ୍ୱର ପୀଠକୁ ଆଣିପାରିବେନି ପ୍ଲାଷ୍ଟିକ୍‌ ସାମଗ୍ରୀ

କଟକ,୧୮ା୭: ଆସୁଛି ଶ୍ରାବଣ ସୋମବାର। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କାଉଡ଼ିଆଙ୍କ ଭିଡ଼ ଲାଗିବ। ଏହା ପୂର୍ବରୁ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ କଡ଼ା ନିଷ୍ପତ୍ତି ନିଆଯାଇଛି। କାଉଡ଼ିଆମାନେ କେବଳ ମାଟି ଓ ପିତ୍ତଳ କଳସ ଆଣି ଜଳ ଲାଗି କରିବାକୁ ଆସିବେ। ପ୍ଲାଷ୍ଟିକ କଳସ ଏବଂ ପ୍ଲାଷ୍ଟିକ୍‌ ତିଆରି ଅନ୍ୟାନ୍ୟ ସାମଗ୍ରୀ ସମ୍ପୂର୍ଣ୍ଣ ରୂପେ ବାରଣ କରାଯାଇଛି। ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri