Advertisement

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ ହୋଇପାରିବ, ସେନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୪ କଂପାନି ସିଏପିଏଫ ନିଯୁକ୍ତ କରାଯାଇଛି। ଅନ୍ୟପଟେ, ଇଭିଏମ, ଭିଭିପାଟ ସହ ଅନ୍ୟ ସାମଗ୍ରୀ ନେଇ ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ ଜିଣିଲେ ‘ସୁପର ୨୨’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଗୋଡ଼ ନ ଥାଇ ବି ନାଚିବାର ଇଚ୍ଛା। ହାତ ନ ଥାଇ ବି ଅଭିନୟ କରିବାର ଇଚ୍ଛା। କଥା କହି ନ ପାରିଲେ ବି...

ଆଇଟିଆଇ ପ୍ରସ୍ତୁତ କଲା ୟୁଭିସି ସାନିଟାଇଜ୍‌ ମେଶିନ: ଇଲୋକ୍ଟ୍ରୋନିକ୍ସ ଉପକରଣକୁ କରିହେବ ସାନିଟାଇଜ୍‌

ବ୍ରହ୍ମପୁର ଅଫିସ,୭ା୫-କୋଭିଡ୍‌-୧୯ ଭୂତାଣୁ ସାରା ଦେଶ ତଥା ବିଶ୍ୱରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି । ଏହି ସମୟରେ ଇଲୋକ୍ଟ୍ରାନିକ୍ସ ଉପକରଣ ଦ୍ୱାରା ଏହି...

ଖସୁଛି ଭୂତଳ ଜଳସ୍ତର ଜଟିଳ ଆଡ଼କୁ ୬ ବ୍ଲକ

ଯାଜପୁର ଅଫିସ,୬।୧୧: ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ଗ୍ରୀଷ୍ମ ପ୍ରବାହ ସମୟରେ ପାଣି ପାଇଁ ହାହାକାର ପଡୁଛି। ଏପରି ସ୍ଥିତିରେ...

ଭୂମିହୀନଙ୍କୁ ପଟ୍ଟା ଯୋଜନାରେ ସାମିଲ ଦାବି: ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୫ ନଂ. ଓ୍ବାର୍ଡ ମୁରାବାଲି ମୌଜା ମଝିସାହିର ଭୂମିହୀନ ବସ୍ତିବାସନ୍ଦାଙ୍କୁ ପଟ୍ଟା ଯୋଜନାରେ ସାମିଲ କରିବା ଦାବିରେ ସୋମବାର...

ଝରଣାପାଣିକୁ ନେଇ ଦୁଇ ପଞ୍ଚାୟତରେ ବିବାଦ: କାର୍ଯ୍ୟ ବନ୍ଦ ରଖିଲେ ତହସିଲଦାର

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେରାଣ୍ଡିମାଳ ପାହାଡ଼ରୁ ଆସୁଥିବା ଝରଣାପାଣିକୁ ନେଇ ବି.ତୁରୁବୁଡ଼ି ଓ ବଡଡୁମୁଳା ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି।...

ଲଗାଣ ବର୍ଷାରେ ମହିଳାଙ୍କ ଘର ଭାଙ୍ଗିଲା

ସୋର, ୨୭ା୧୦(ଡି.ଏନ.ଏ.)-ସୋର ବ୍ଲକ ଅନ୍ତର୍ଗତ ସବିରା ପଞ୍ଚାୟତ ଅଧୀନ ବଣପାରିଆ ଗ୍ରାମର ଜଣେ ବିଧବାଙ୍କ ଘର ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ସ୍ବର୍ଗତ ଶମ୍ବୁନାଥ ବାରିକଙ୍କ...

ଅନାଥ ଶିଶୁଙ୍କ ଗହଣରେ ଦୀପାବଳି ପାଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ପବିତ୍ର ଦୀପାବଳିକୁ ନେଇ ସମଗ୍ର ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଏହାକୁ କିଭଳି ନିଆରା ଢଙ୍ଗରେ ପାଳନ କରିବେ ତାହାକୁ ନେଇ ଆରମ୍ଭ ହେଲାଣି...

ଭୋଟ୍‌ ବାକ୍ସକୁ ମୁଣ୍ଡିଆ ମାରିଲେ ଏମ୍‌ପି ପ୍ରମିଳା ବିଷୋୟୀ

ଗଞ୍ଜାମ,୨୪ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ଟି ବ୍ଲକରେ ଭୋଟ୍‌ ଗ୍ରହଣ...

Advertisement
Archives

Model This Week