ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭଦ୍ରକ ଅଫିସ,୧୧।୧୦: ଧାମନଗର ଉପନିର୍ବାଚନ ପାଇଁ ମଙ୍ଗଳବାର କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ମଙ୍ଗଳବାର ପ୍ରାର୍ଥୀ ଘୋଷଣା ପରେ ସେ ୧୪ରେ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଭାଜପା ପ୍ରାର୍ଥୀ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ମଙ୍ଗଳବାର ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ଏଯାବତ୍‌ ପ୍ରାର୍ଥୀ ଘୋଷଣା କରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ୱାଚ୍‌ ଟାୱାର ଉପରୁ ରଖାଯିବ ନଜର

ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ...

ନୂଆ ଭୋଟର ହେବା ପାଇଁ ବର୍ଷକୁ ୪ଥର ସୁଯୋଗ

ଭଦ୍ରକ ଅଫିସ,୩।୮:  ଫଟୋ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ସୋମବାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଏକ...

୪ ଦିନ ହେଲା ଗାଁରେ ଜଳୁନି ଚୁଲି

ବନ୍ତ,୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତର ଏକ ଗାଁରେ ଗତ ୪ ଦିନ ହେବ ଅଗ୍ନିକାଣ୍ଡ ଗୁଜବ ବ୍ୟାପିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।...

ସରୁନି ସଡ଼କ ସଂଘର୍ଷ

ବଇଣ୍ଡା, ୧୩ା୯ (ଡି.ଏନ.ଏ.):ଗଁାକୁ ଗମନାଗମନରେ ହେଉଛି ଅସୁବିଧା। ବିଶେଷକରି ବର୍ଷାଋତୁରେ ଯାତାୟାତ କଷ୍ଟକର ହୋଇପଡ଼ୁଛି। କାଦୁଅ, ପାଣିରେ ପଶି ଲୋକଙ୍କୁ ଚଳପ୍ରଚଳ ହେବାକୁ ପଡ଼ୁଛି। ତେଣୁ...

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ...

‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର...

ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୭ା୫: ରାୟଗଡ଼ା ଜିଲା ଏବେ ଗ୍ରୀନ୍‌ ଜୋନରେ ରହିଛି। ଏହାକୁ ନେଇ କିଛି ମାତ୍ରାରେ ସହରରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ଫଳରେ ବଜାରରେ...

Advertisement
Archives

Model This Week