ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ହୋଇଥିବା ବେଳେ ୩ରେ ଭୋଟିଂ ଏବଂ ୬ ତାରିଖରେ ଭୋଟ ଗଣତି ସହ ଫଳାଫଳ ଘୋଷଣା କରାଯିବ। କିଛି ଦିନ ତଳେ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri