ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସୂଚନା ରହିଛି। ସେହିପରି ନଭେମ୍ବର ୬ରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ। ନଭେମ୍ବର ୮ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। କିଛି ଦିନ ତଳେ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ।


Enter your email to get our daily news in your inbox.

All Right Reserved By Dharitri.Com

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri