ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମବାୟ ସଭାପତି ପ୍ରମୋଦ କୁମାର ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇ ଧାନମଣ୍ଡିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବଜାର ନିୟନ୍ତ୍ରିତ କମିଟି କାର୍ଯ୍ୟାଳୟ ଟେକ୍ନିସିୟାନ ସ୍ବାଗତିକା ମହାପାତ୍ର, ଚାଷୀ ରାମଚନ୍ଦ୍ର ପୂଜାରୀ, ପଦ୍ମଚରଣ ମେକାପ, ଏମ. ବାଇନାଥ, ପି.ଶିବଶଙ୍କର, ଦେବୀ ପ୍ରସାଦ ରଥ, ଏନ. ତ୍ରିନାଥ, ଗୌରଚନ୍ଦ୍ର ପୂଜାରୀ, ପି. ହରି ପ୍ରମୁଖ ବହୁ ସଂଖ୍ୟକ ଚାଷୀ ଏବଂ ମିଲର ଗୌରାଙ୍ଗ ସାହୁ, ଭି. ରାମନାଥ ରାଜୁ, ସିଏଚ. ତ୍ରିପତି ଉପସ୍ଥିତ ଥିଲେ। ପ୍ରଥମ ଦିନରେ ୫ ଚାଷୀଙ୍କ ଠାରୁ ୨୧୫ କ୍ୱିଣ୍ଟାଲ ୭୫ କେଜି ଧାନ କ୍ରୟ କରାଯାଇଥିଲା। ସେହିପରି ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସେବା ସମବାୟ ସମିତି ପକ୍ଷରୁ ଧାନ ମଣ୍ଡି ଉଦଘାଟିତ ହୋଇଯାଇଛି। ସମ୍ପାଦକ ଶେଷକାନ୍ତ ଜାନିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ଗୀତାଞ୍ଜଳି ଜାନି ମୁଖ୍ୟଅତିଥି ଭାବେ ଯୋଗଦେଇ ଧାନମଣ୍ଡିକୁ ଉଦଘାଟନ କରିଥିଲେ। ସମବାୟ ସଭାପତି ଦାମୋଦର ଦଳାଇ, ସମିତି ସଭ୍ୟ ରମେଶ ଚନ୍ଦ୍ର ପାଢ଼ୀ, ପୂର୍ବତନ ସରପଞ୍ଚ ଉପେନ୍ଦ୍ର ପ୍ରଧାନ, ଲଡୁ କିଶୋର ସ୍ବାଇଁ, ହରିକୃଷ୍ଣ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। କୋଟିନଡ଼ା ସମବାୟ ସମିତି ପକ୍ଷରୁ ଧାନମଣ୍ଡିକୁ ସରପଞ୍ଚ ଗୀତାଞ୍ଜଳି ବେହେରା ଉଦଘାଟନ କରିଥିଲେ। ବ୍ଲକ ମାର୍କେଟିଂ ଇନ୍ସପେକ୍ଟର ବ୍ରଜେଶ ରୟ, ସରପଞ୍ଚ ପ୍ରତିନିଧି ଉମାକାନ୍ତ ବିଷୋୟୀ, ମଣ୍ଡି ପର୍ଯ୍ୟବେକ୍ଷିକା ତିଳୋତ୍ତମା ଦୋରା, ନୋଡାଲ ଅଧିକାରୀ କାହ୍ନୁ ଚରଣ ମହାଙ୍କୁଡ଼, ମିଲର କୈଳାସ ଚନ୍ଦ୍ର ପଣ୍ଡା, ଗୋପୀଚାନ୍ଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri