ମହିଳାମାନଙ୍କୁ ଦୋଷ ଦେବା ଏକ ଫ୍ୟାଶନ ହୋଇଗଲାଣି: ଅନ୍ୟ ଯୁବତୀଙ୍କ ସହ ସ୍ବାମୀଙ୍କ ଫଟୋ ଭାଇରାଲ ପରେ ରାଗିଲେ ଧନଶ୍ରୀ

ଭାରତୀୟ କ୍ରିକେଟ ଦଳର ଖେଳାଳି ୟୁଜଭେନ୍ଦ୍ର ଚହଲ ଆଜିକାଲି ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ, ୟୁଜବେନ୍ଦ୍ରଙ୍କୁ ଆରଜେ ମାହଭାଶଙ୍କ ସହ ଦେଖାଯାଇଥିଲା। ଏହି ଫଟୋଗୁଡ଼ିକ ଆସିବା ପରେ, ସମସ୍ତେ କହୁଛନ୍ତି ଚହଲ ଧନଶ୍ରୀଙ୍କୁ ଭୁଲି ତାଙ୍କ ଜୀବନରେ ଆଗକୁ ବଢ଼ୁଛନ୍ତି। ଏବେ ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ କ୍ରିପ୍ଟିକ୍‌ ପୋଷ୍ଟ ଶେୟାର କରିଛନ୍ତି। ଆଜିକାଲି, ମହିଳାମାନଙ୍କୁ ଦୋଷ ଦେବା ଏକ ଫ୍ୟାଶନ ହୋଇଗଲାଣି ବୋଲି ସେ ନିଜ ପୋଷ୍ଟ ମାଧ୍ୟମରେ କହିଛନ୍ତି।

ଚହଲ ଏବଂ ଆରଜେ ମାହଭାସ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଗ୍ରାଣ୍ଡ ଫିନାଲେ ମ୍ୟାଚ ଏକାଠି ବସି ଦେଖିଥିଲେ। ଏହି ଫଟୋଗୁଡ଼ିକରେ ଦୁହେଁ ବହୁତ ଖୁସି ଦେଖାଯାଉଥିଲେ। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ଆବେଦନ ବର୍ତ୍ତମାନ କୋର୍ଟରେ ଅଛି ଏବଂ ଉଭୟ ଖୁବଶୀଘ୍ର ପରସ୍ପରଠାରୁ ଅଲଗା ହୋଇଯିବେ।

ଚହଲ ଏବଂ କୋରିଓଗ୍ରାଫର ଧନଶ୍ରୀ ୨୦୨୦ରେ ବିବାହ କରିଥିଲେ। ଡ୍ୟାନ୍ସ ତାଲିମ ସମୟରେ ଦୁହେଁ ଡେଟିଂ ଆରମ୍ଭ କରିଥିଲେ। ପରେ ଉଭୟ ବିବାହ କରିଥିଲେ। ନିକଟରେ ତାଙ୍କ ଛାଡପତ୍ର ଚର୍ଚ୍ଚା ଜୋର ଧରିଥିଲା। ଉଭୟ ୧୧ ମାସ ହେବ ଅଲଗା ରହୁଛନ୍ତି ଏବଂ ଏବେ ଉଭୟ ଖୁବ ଶୀଘ୍ର ଛାଡପତ୍ର ନେବାକୁ ଯାଉଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri