ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ଧନତେରାସ ଅଫର

ଭୁବନେଶ୍ୱର,୧୮।୧୦: ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ନିକଟରେ ସର୍ବଶ୍ରେଷ୍ଠ ଧନତେରାସ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଆଲୋକ ଓ ଅମୃତର ପର୍ବ ଦୀପାବଳି ଓ ଧନତେରାସ ଉପଲକ୍ଷେ ଏହି ଅଫର ବ୍ରାଣ୍ଡ୍‌ ପକ୍ଷରୁ ଅଣାଯାଇଛି। ବ୍ରାଣ୍ଡ୍‌ର ପ୍ରିୟ ଗ୍ରାହକଙ୍କ ପସନ୍ଦ ଓ ଚାହିଦାକୁ ଦୃଷ୍ଟିରେ ରଖି ଦଶ ହଜାରରୁ ଊର୍ଦ୍ଧ୍ୱ ଡିଜାଇନର ଗହଣା ସମ୍ଭାର ଚଳିତ ପାର୍ବଣ ପାଇଁ ପ୍ରସ୍ତୁତ କରାଯାଇଛି। ସର୍ବଶ୍ରେଷ୍ଠ ଧନତେରାସ ଅଫରରେ ପ୍ରତି ୧୦ ଗ୍ରାମ୍‌ ସୁନା ଗହଣା କିଣା ଉପରେ ଗୋଟିଏ ସ୍ବର୍ଣ୍ଣମୁଦ୍ରା ସମ୍ପୂର୍ଣ୍ଣ ମାଗଣା ସହ ସୁନା ଗହଣାର ଗଢା ମଜୁରିରେ ୫୦% ପର୍ଯ୍ୟନ୍ତ ଛାଡ଼ ରହିଛି। ଏହି ଅଫର ଚଳିତ ବର୍ଷ ୨୧ ଅକ୍ଟୋବର ପର୍ଯ୍ୟନ୍ତ ଆଡଭାନ୍ସ ବୁକିଂ କରୁଥିବା ଗ୍ରାହକଙ୍କ ପାଇଁ ଷ୍ଟୋରର ଗହଣା ଉପରେ ଲାଗୁ ହେବ। ସେହିପରି ସର୍ବନିମ୍ନ ଫ୍ଲେକ୍ସିବଲ ସୁନା ଦର ଓ ପୁରୁଣା ଗହଣାର ଏକ୍ସଚେଞ୍ଜ ଉପରେ ୧୦୦% ଏକ୍ସଚେଞ୍ଜ ଭାଲ୍ୟୁ ମିଳିବ। ଅପରପକ୍ଷରେ ଚଳିତ ବର୍ଷର ଧନତେରାସ ଅବସରରେ ଗହଣାର ଦଶ ହଜାରରୁ ଊର୍ଦ୍ଧ୍ୱ ଡିଜାଇନ ସହ ଆମେ ଓଡ଼ିଶାର ଗର୍ବ କୋଣାର୍କ ଦ୍ୱାରା ପ୍ରେରିତ ସ୍ପେଶାଲ ଅର୍କ ଗହଣାର ମଧ୍ୟ ବଜାର ପ୍ରବେଶ କରାଇଛୁ, ଯାହାର ଗଢ଼ା ମଜୁରି ମାତ୍ର ୪୯୯ଟଙ୍କା ରହିଛି। ସେହିପରି ହୀରା ଗହଣା ମୂଲ୍ୟ ଉପରେ ୩୦% ପର୍ଯ୍ୟନ୍ତ ଛାଡ଼, ଆଉ ରୁପା ଗହଣାର ଗଢା ମଜୁରି ଉପରେ ୫୦% ପର୍ଯ୍ୟନ୍ତ ଛାଡ ରହିଛି।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଓଡ଼ିଶାର ସର୍ବବୃହତ ବ୍ରାଣ୍ଡ୍‌ ଭାବେ ଅରୁନ୍ଧତୀକୁ ତିଆରି କରିଥିବା ହଜାର ହଜାର ଗ୍ରାହକବନ୍ଧୁଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛୁ। ଏପରିକି ଆମର ନୂତନ କେଲକ୍ସନ୍‌ ‘ଅର୍କ’ର ଆନନ୍ଦ ନେବା ସହ ଧନତେରାସରେ ନିଜର ମନପସନ୍ଦର ଗହଣା ଏବଂ ଆକର୍ଷଣୀୟ ଅଫରର ଭରପୂର ଲାଭ ଉଠାଇବା ପାଇଁ ସମସ୍ତ ଗ୍ରାହକଙ୍କୁ ସାଦର ନିମନ୍ତ୍ରଣ କରୁଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri