ସାହୁଜୀ ଜୁଏଲର୍ସର ଧନତେରସ ଅଫର

ଭୁବନେଶ୍ୱର,୨୪।୧୦: ରାଜ୍ୟର ପ୍ରମୁଖ ଅଳଙ୍କାର ନିର୍ମାତା ତଥା ବିକ୍ରେତା ସାହୁଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଧନତେରସ ଅବସରରେ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଠାରେ ସମସ୍ତ ଗହଣାର ନିମ୍ନ ଗଢ଼ା ମଜୁରି ସହିତ ସୁନା ଦରକୁ ମଧ୍ୟ ସବୁଠାରୁ କମ୍‌ ରଖିଛି। ବିଶେଷକରି ୯୧୬ ହଲ୍‌ମାର୍କ ଗହଣା ବର୍ଗମାଳାକୁ ନୂତନ କଳାକୃତି ଓ ଉନ୍ନତ କାରିଗରିରେ ପ୍ରସ୍ତୁତ କରାଯାଇଛି।

ଦୀପାବଳି ଓ ଧନତେରସ ଉପଲକ୍ଷେ ଗ୍ରାହକଙ୍କ ସୁବିଧା ପାଇଁ ଅକ୍ଟୋବର ୨୫ ପର୍ଯ୍ୟନ୍ତ ଏହାର ସମସ୍ତ ଶୋ’ରେ ଏହି ଅଫର୍‌ ବୈଧ ରହିଛି। ସେହିପରି ପାର୍ବଣ ଅବସରରେ ପ୍ରତିଦିନ ସକାଳ ୮ଟା ଠାରୁ ଶୋ’ରୁମ ଖୋଲା ରହିବ ବୋଲି ଶୋ’ରୁମର ସ୍ବତ୍ୱାଧିକାରୀ ଗୌତମ ବିଭୁ ପ୍ରସାଦ ସାହୁ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri