କନକ ଜୁଏଲେରିରେ ଧନ୍‌ତେରାସ୍‌ ଅଫର

କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଭରସାଯୋଗ୍ୟ ବିଏସ୍‌ ମଲରେ ଥିବା କନକ ଜୁଏଲେରି ପକ୍ଷରୁ ଧନତେରାସ ଓ ଦୀପାବଳୀ ପାଇଁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ବିଏସ ମଲର ପରିଚାଳକ ବିଶ୍ବନାଥ ରାଉଳଙ୍କ କହିବା ଅନୁଯାୟୀ କନକ ଜୁଏଲାରୀରୁ ୫୦ ଲକ୍ଷ ଟଙ୍କା ଗହଣା କିଣିଲେ ଏକ କାର ଓ ୭ ଲକ୍ଷ ଟଙ୍କାର ଗହଣା କିଣିଲେ ଗୋଟିଏ ଇଲେକ୍ଟ୍ରିକ ସ୍କୁଟର ମାଗଣାରେ ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଥିଲା। ଅଫର ଘୋଷଣାର ପ୍ରଥମ ଦିନରେ ହିଁ କେନ୍ଦୁଝର ସହରର ତପନ କୁମାର ଘୋଷ ୭ ଲକ୍ଷ ଟଙ୍କାର ଗହଣା କିଣି ଏକ ଇଲେକ୍ଟ୍ରିକ ସ୍କୁଟର ଉପହାରରେ ନେଇଛନ୍ତି। ଅଫର ଘୋଷଣା ପରେ କନକ ଜୁଏଲେରିରେ ଗ୍ରାହକଙ୍କ ପ୍ରବଳ ଗହଳି ପରିଲିକ୍ଷିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri