ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ଗଢ଼ିଛନ୍ତି ଓ ତା’ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି । ସେମାନଙ୍କ ମତରେ ଜଙ୍ଗଲ ରହିଲେ ଆମେ ବଞ୍ଚି ରହିବୁ। ଶଙ୍ଖଦୁରା ଗାଁର ଜଙ୍ଗଲକୁ ସ୍ଥାନୀୟ ସରପଞ୍ଚ ବାସନ୍ତି ରାଓ୍ବତଙ୍କ ନେତୃତ୍ୱରେ ମହିଳାମାନେ ସୁରକ୍ଷିତ ରଖିଛନ୍ତି। ତାଙ୍କ ସହ ୮ ମହିଳା ବନ ପଞ୍ଚାୟତରେ ରହିଛନ୍ତି। କେବଳ ଶଙ୍ଖଦୁରା ନୁହେଁ, ସର୍ମୋଲି ଜଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ମଲିକା ଭିର୍‌ଡି ମଧ୍ୟ ମେସାରିକୁଣ୍ଡର ପୁନରୁଦ୍ଧାର କରିପାରିଛନ୍ତି। ବନ ପଞ୍ଚାୟତ ମାଧ୍ୟମରେ ଜଙ୍ଗଲ ଓ ପ୍ରାକୃତିକ ପରିବେଶ ସୁରକ୍ଷା ହେବା ଦ୍ୱାରା ଉତ୍ତରାଖଣ୍ଡର ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ହୋଇପାରିଛି। ୧୯୩୧ରେ ଇଂରେଜମାନେ ପ୍ରଣୟନ କରିଥିବା ବନ ପଞ୍ଚାୟତ ନିୟମାବଳୀ ୧୯୭୨ରେ ଏହା ଭାରତୀୟ ଜଙ୍ଗଲ ଆଇନ-୧୯୨୭ ଅଧୀନକୁ ଆସିଥିଲା। ଉତ୍ତରାଖଣ୍ଡରେ ଏବେ ୬,୦୬୯ ବନ ପଞ୍ଚାୟତ ଦ୍ୱାରା ୪,୦୫,୪୨୬ ହେକ୍ଟର ଜଙ୍ଗଲର ସୁରକ୍ଷା ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri