ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା ତହସିଲରୁ ପଲିଥିନ ପାଇବା ପାଇଁ ବାରମ୍ବାର ଯାଇ ନିରାଶ ହେବାକୁ ପଡୁଥିବା ଅଭିଯୋଗ ହୋଇଥିଲା। ଏନେଇ ସାମାଜିକ କର୍ମୀ ସରୋଜ ବିଶ୍ୱାଳ ସାମାଜିକ ଗଣମାଧ୍ୟମ ଜରିଆରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ସହ ଏସଂକ୍ରାନ୍ତରେ ଗୁରୁବାର ଧରିତ୍ରୀରେ ତହସିଲରୁ ପଲିଥିନ ପାଇବା ପାଇଁ ଦିବ୍ୟାଙ୍ଗ ହଟହଟା ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ଲୋଇସିଂହା ଆର୍‌ଆଇ (ରାଜସ୍ବ ନିରୀକ୍ଷକ)ସୁବ୍ରତ ରଞ୍ଜନ ଭୋଇ ଉଭୟଙ୍କ ଘରକୁ ଯାଇ ପଲିଥିନ ପ୍ରଦାନ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?