ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଉଠିଲା ଶିଡ଼ି, ଜାତୀୟ ରାଜପଥରୁ…

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାର ଉପରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଘଟଣାରେ ଦାରିଙ୍ଗବାଡ଼ି ତହସିଲଦାର ଧୀରଜ ପାତ୍ର ନେଇଛନ୍ତି ବଡ଼ ପଦକ୍ଷେପ। ଜଣେ ଅମାନିଆ ବ୍ୟବସାୟୀ ଜାତୀୟରାଜପଥର ଡ୍ରେନ୍‌ ଉପରେ ଦୀର୍ଘଦିନ ଧରି ଜବରଦଖଲ କରି ନିଜ ଉପର ଘରକୁ ଯାତାୟାତ ପାଇଁ ଲୁହାର ଶିଡ଼ି ପକାଇଥିଲେ। ଦାରିଙ୍ଗବାଡ଼ିର ପନିପରିବା ବ୍ୟବସାୟୀଙ୍କଠାରୁ ଅନ୍ୟ ବ୍ୟବସାୟୀମାନେ ଜବରଦଖଲ ଉଚ୍ଛେଦ କରିଥିଲେ ମଧ୍ୟ ଉକ୍ତ ନିଜକୁ ପ୍ରଭାବଶାଳୀ ବ୍ୟକ୍ତି ପରିଚୟ ଦେଇ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରୁଥିଲେ। ସେ କୁଆଡ଼େ ତହସିଲଦାରଙ୍କ କାର୍ଯ୍ୟାଳୟରେ ଭଡ଼ାସୂତ୍ରରେ ଗାଡ଼ି ଦେଇଥିବାରୁ ସେ ତା’ର ପ୍ରଭାବ ଲୋକଙ୍କୁ ଦେଖାଉଥିଲେ ଏନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଚାପରେ ଚାପି ହୋଇ ଶିଡ଼ିକୁ ରବିବାର କାଟି ଉଚ୍ଛେଦ କରିଥିବା ଜଣାପଡ଼ିଛି। ମାତ୍ର ଶେଷରେ ହାର ମାନିଛନ୍ତି ଉକ୍ତ ପ୍ରଭାବଶାଳୀ ବ୍ୟକ୍ତି। ଆଜି ସେ ଶିଡ଼ିକୁ କାଟିଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri