ଧରିତ୍ରୀ ପ୍ରଭାବ: ପୂର୍ବ ଅବସ୍ଥାକୁ ଫେରିଲା ରାସ୍ତା

ସୁନାବେଡ଼ା/ ସେମିଳିଗୁଡ଼ା, ୧୫।୫ (ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୨୬ ନଂ. ଜାତୀୟ ରାଜପଥଠାରୁ ଗୋପାଳପୁଟ ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା କଂକ୍ରିଟ୍‌ ରାସ୍ତା ଉପରେ ପିଚୁ ପକାଇ ଅର୍ଥ ହଡ଼ପ କରିବା ସମ୍ପର୍କିତ ଏକ ଖବର ଗତ ଏପ୍ରିଲ ୯ରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହାର ଶୀର୍ଷକ ଥିଲା ‘ଭଲ ରାସ୍ତାକୁ ଖରାପ କରିଦେଲେ’। ଏହି ଖବର ପ୍ରକାଶ ପାଇବା ପରେ ବିଳମ୍ବରେ ହେଲେ ମଧ୍ୟ ପ୍ରଶାସନ ତତ୍ପରତା ଦେଖାଇଛି। ପ୍ରଶାସନ ପକ୍ଷରୁ କଂକ୍ରିଟ୍‌ ରାସ୍ତା ଉପରେ ପକାଯାଇଥିବା ପିଚୁ ଛଡ଼ାଇ ଦିଆଯାଇଛି। ଫଳରେ ଏହି ରାସ୍ତା ପୂର୍ବ ଅବସ୍ଥାକୁ ଫେରି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri