ଧରିତ୍ରୀ ପ୍ରଭାବ: ମମତାଙ୍କୁ ମିଳିଲା ଭତ୍ତା

କର୍ଲାମୁଣ୍ଡା,୨୩ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁର ମମତା ଭୋଇଙ୍କ ସ୍ବାମୀ ମାଡ୍ରାସ ଭୋଇ (୪୫) କୌଣସି ରୋଗରେ ଆକ୍ରାନ୍ତ ହୋଇ ଗତ ମାର୍ଚ୍ଚ ମାସରେ ମୃତ୍ୟୁବରଣ କରିଥିଲେ। ଏହାପରେ ମମତା ଦୁଇ ସନ୍ତାନ ଝିଅ ଡୋଲେଶ୍ୱରୀ ଭୋଇ (୧୮) ଓ ପୁଅ ଦେବ ଭୋଇ (୧୩)ଙ୍କୁ କିପରି ପାଠ ପଢେଇ ପେଟ ପୋଷିବେ ସେହି ଚିନ୍ତାରେ ଭାଙ୍ଗି ପଡ଼ିଥିଲେ। ଏ ନେଇ ଧରିତ୍ରୀରେ ମମତାଙ୍କ ମୁଣ୍ଡ ଉପରେ ଦୁଇ ସନ୍ତାନ ବୋଝ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇ ମମତାଙ୍କୁ ବିଧବା ଭତ୍ତା ପ୍ରଦାନ କରିଛି। ସୋମବାର କର୍ଲାମୁଣ୍ଡା ବିଡ଼ିଓ ଦେବେନ୍ଦ୍ର ସାମଲ, ଭାରପ୍ରାପ୍ତ ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀ (ବିଏସ୍‌ଇଓ) ପ୍ରଦୀପ କୁମାର ମାଝୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସ୍ବାଗତ କୁମାର ପାଣିଗ୍ରାହୀ, ଗଜବାହାଲ ପିଇଓ ସୁବାସ ସାହୁ ଧରାଖମନ ଗାଁରେ ପହଞ୍ଚି ମମତାଙ୍କୁ ବିଧବା ଭତ୍ତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri