୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ବାଲୁକାକଳା ଧରିତ୍ରୀର ‘୫୦ ତମ ଜନ୍ମଦିନ ବିଶେଷାଙ୍କ’ ପ୍ରଚ୍ଛଦରେ ସ୍ଥାନିତ ହୋଇଛି। ଏହା ସହ ଏଥିରେ ‘ଉତ୍କର୍ଷର ୫୦ ବର୍ଷ’ ବୋଲି ଲେଖାଯାଇଛି।
୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ କନେକ୍ଲେଭ’। ଚଳିତବର୍ଷର ପ୍ରସଙ୍ଗ ରହିଛି ‘କ୍ଲାଇମେଟ ଚେଞ୍ଜ: ଦି ପାଥ ଆହେଡ’। ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୂ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଆଜି ‘ଯୁବ ସମ୍ମିଳନୀ’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏହି ୟୁଥ୍‌ କନେକ୍ଲେଭରେ ରାଜ୍ୟ ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଯୁବ ପରିବେଶବିତ୍‌ମାନେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri