ଧରିତ୍ରୀ ପୋର୍ଟାଲ ପ୍ରଭାବ: ପହଞ୍ଚିଲେ ପିଏଚଡ଼ି କର୍ମଚାରୀ, ମରାମତି ହେଲା ଫାଟିଲା ପାଇପ୍‌

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମ୍ୟୁନିସିପାଲଟି ଅଧିନ ଶକ୍ତି ନଗରସ୍ଥିତ ନେହେରୁ ଆସୋସିଏସନ ସମ୍ମଖରେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳ ପାଇଁ ଉଦ୍ଦିଷ୍ଟ ପାଣି ପାଇପ ଫାଟି ଯାଇଥିଲା। ଫଳରେ ପାନୀୟଜଳ ଦୂଷିତ ହେଉଥିବାବେଳେ ନିକଟସ୍ଥ ସମଲେଶ୍ୱରୀ ନର୍ସରୀ ଗଳି ରାସ୍ତାରେ ପାଣି ଅନବରତ ବହି ଚାଲିଥିଲା। ଏପରିକି ପାଇପରେ ଯୋଗାଇ ଦିଆଯାଉଥିବା ପାନୀୟଜଳ ଦୂଷିତ ହେବା ସହିତ ନାନା ରୋଗ ବ୍ୟାପିବା ଆଶଙ୍କା ରହିଥିଲା। ଏ ସମ୍ପର୍କରେ ସୋମବାର ଧରିତ୍ରୀ ପୋର୍ଟାଲରେ ସଚିତ୍ର ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ ସ୍ବେଚ୍ଛାସେବୀ ଦୀପା ବାରିକ ଏବଂ ରମେଶ ମେହେର ପ୍ରକାଶିତ ଖବରକୁ ନେଇ ତ୍ୱରିତ ପଦକ୍ଷେପ ନେବା ପାଇଁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ ମାଧ୍ୟମରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଥିଲେ। ଏହାପରେ ମଙ୍ଗଳବାର ସକାଳୁ ପିଏଚଡ଼ି କର୍ମଚାରୀମାନେ ପହଞ୍ଚି ଫାଟିଥିବା ପାଣି ପାଇପର ମରାମତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri