ଧରିତ୍ରୀ ପୋର୍ଟାଲ ପ୍ରଭାବ: ଘର ଭାଙ୍ଗିଥିବା ଲୋକଙ୍କୁ ସହାୟତା ଯୋଗାଇଦେଲେ ତହସିଲଦାର, ରାଜସ୍ବ ନିରୀକ୍ଷକ

ଦାରିଙ୍ଗବାଡି, ୩।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ହୋଇଛି ଫଳରେ ଏକାଧିକ ଝାଟିମାଟି ଘର ଭାଙ୍ଗିବା ଘଟଣା ନେଇ ଧରିତ୍ରୀ ପୋର୍ଟାଲରେ ଶୁକ୍ରବାର ଖବର ପ୍ରକାଶିତ ହୋଇଥିଲା। ଖବର ଦେଖି ତହସିଲଦାର ଧୀରୋଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ ଭୂୟାଁ, ରାଜସ୍ବ ନିରୀକ୍ଷକ ସୁବ୍ରତ କୁମାର ମଲିକ, ଦୁର୍ଗା ପ୍ରସାଦ ପ୍ରଧାନ, ପ୍ରମୁଖ ଦନେକବାଡି ପଞ୍ଚାୟତ ମାଣ୍ଡୁବାଡ଼ି, ଗ୍ରୀନବାଡି ପଞ୍ଚାୟତ ସିକପାଟା ଗ୍ରାମରେ ପହଞ୍ଚି କ୍ଷତି ହୋଇଥିବା ଗୃହକର୍ତ୍ତାଙ୍କୁ ସହାୟତା ପ୍ରଦାନ କରିଛନ୍ତି। ସେମାନଙ୍କୁ ପ୍ରଥମେ ପ୍ଲାଷ୍ଟିକ ପାଲ ଯୋଗାଇଦିଆଯାଇଛି। ତାଙ୍କ କ୍ଷତି ହୋଇଥିବା ଆକଳନ କରି ଜିଲା ପ୍ରଶାସନ ନିକଟକୁ ଜଣାଯିବ ବୋଲି ତହସିଲଦାର ପାତ୍ର କହିଛନ୍ତି। ଖବର ପ୍ରକାଶିତ ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ତ୍ୱରିତ ପଦକ୍ଷେପ କୁ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି। ଖବର ଲେଖାହେବ ସୁଦ୍ଧା ତହସିଲଦାର ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପାରଖୁଥିବା ଜଣାପଡିଛି ଖବର ଲେଖିବା ସୁଦ୍ଧା ବର୍ଷା କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri