ରାଜ୍ୟ, ଦେଶ, ବିଶ୍ୱର ପ୍ରଭାବଶାଳୀ ନେତୃତ୍ୱଙ୍କୁ ନେଇ ‘ଧରିତ୍ରୀ’ର ପାୱାର ଲିଷ୍ଟ ୨୦୨୦

୨୦୨୦ ମସିହା କେବଳ ଓଡ଼ିଶା କିମ୍ବା ଭାରତ ନୁହେଁ, ସମଗ୍ର ପୃଥିବୀକୁ ଦୋହଲାଇ ଦେଇଛି। କରୋନା ଭୂତାଣୁ ମଣିଷ ଜାତିକୁ ଅନେକ ନୂଆ ଦିଗ ଦେଖାଇଛି। ଏହି ସମୟରେ ରାଜନୈତିକ ଏବଂ ସାମାଜିକ ନେତୃତ୍ୱର ଗୁରୁତ୍ୱ ବହୁ ପରିମାଣରେ ବୃଦ୍ଧି ପାଇଛି। ଏଭଳି ପ୍ରଚ୍ଛଦପଟରେ ‘ଧରିତ୍ରୀ’ ଏକ କ୍ଷମତା ତାଲିକା ଓଡ଼ିଶା, ଭାରତ ଏବଂ ବିଶ୍ୱକୁ ନେଇ ପ୍ରସ୍ତୁତ କରିଛି। ଏହି ୩ଟି ତାଲିକାରେ କରୋନା, କୋଭିଡ୍‌-୧୯ ଏବଂ କୋଭିଡ୍‌-୧୯ ନ୍ୟୁ ଷ୍ଟ୍ରେନ୍‌ ସବୁଠାରୁ ଅଧିକ ଶକ୍ତିଶାଳୀ ବୋଲି ପ୍ରମାଣିତ ହୋଇଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଜନଧନ ଆକାଉଣ୍ଟରେ ଜମା ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୧୮-୮: ସମାଜର ଗରିବ ଶ୍ରେଣୀ ନିକଟରେ ବ୍ୟାଙ୍କକୁ ପହଞ୍ଚାଇବା ଲାଗି ୫ ବର୍ଷ ପୂର୍ବେ ଏନ୍‌ଡିଏ ସରକାର ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା। ଏବେ...

ଓ୍ବେସ୍କୋ, ସାଉଥ୍‌କୋର ପରିଚାଳନା ନେଲା ଟାଟା

ଭୁବନେଶ୍ୱର,: ଓ୍ବେସ୍କୋ ଏବଂ ସାଉଥ୍‌କୋର ପରିଚାଳନା ଏବଂ ଅପରେଶନ ଭାର ଟାଟା ପାଓ୍ବାର ହାତକୁ ଯାଇଛି। ଗୁରୁବାର ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ବିଧିବଧ ଭାବେ...

ଡିଶ୍‌ ଟିଭି ସହ ମିଶିଯିବ ଏୟାରଟେଲ

ନୂଆଦିଲ୍ଲୀ,୭-୮:ଦେଶର ଦୁଇ ପ୍ରମୁଖ ଡିଟିଏଚ୍‌ କମ୍ପାନୀ ଚଳିତ ମାସ ଶେଷ ସୁଦ୍ଧା ମିଶିଯିବେ। ଏସେଲ ଗ୍ରୁପ୍‌ କମ୍ପାନୀ ଡିଶ୍‌ ଟିଭିକୁ ଖୁବଶୀଘ୍ର ଭାରତୀ ଏୟାରଟେଲ କିଣିବ।...

ପୂର୍ବତଟ ରେଳପଥ ପୁରସ୍କୃତ

ଭୁବନେଶ୍ୱର୨୩-୭(ବ୍ୟୁରୋ): ନିଜ ପରିସୀମା ମଧ୍ୟରୁ ଲକ୍ଷ୍ୟ ଧାର୍ଯ୍ୟର ବହୁ ପୂର୍ବରୁ ମାନବ ବିହୀନ ରେଳ ଲେଭଲ କ୍ରସିଂ ହଟାଇବା କ୍ଷେତ୍ରରେ ପୂର୍ବତଟ ରେଳପଥ ପୁରସ୍କୃତ ହୋଇଛି।...

ଟାଟାସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଛା ନାହଁ:ସାଇରସ୍‌ ମିସ୍ତ୍ରି

ନୂଆଦିଲ୍ଲୀ,୬-୧: ଟାଟାସନ୍ସର ଅଧ୍ୟକ୍ଷ ପଦବୀକୁ ଫେରିବା ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରି ରବିବାର କହିଛନ୍ତି। କ୍ଷୁଦ୍ର ଅଂଶୀଦାର ଭାବେ ସାପୋରଜୀ...

କଶ୍ମୀରରେ ୧୦ ହଜାର କୋଟିର କାରବାର କ୍ଷତି

ନୂଆଦିଲ୍ଲୀ,୨୯-୧୦: ଜମ୍ମୁ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ନିରାପତ୍ତା ପାଇଁ ଲାଗୁ ହୋଇଥିବା ବିଭିନ୍ନ କଟକଣାର ପ୍ରଭାବ ସେଠାକାର...

ଖିମ୍‌ଜୀରେ ଅନ୍‌ଲକ୍‌ ସେଲ୍‌

ଭୁବନେଶ୍ୱର: ପ୍ରମୁଖ ଜୁଏଲେରି ବ୍ରାଣ୍ଡ ଖିମ୍‌ଜୀ ପକ୍ଷରୁ ‘ଅନ୍‌ଲକ୍‌ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଗ୍ରାହକଙ୍କ ଲାଗି ଶୋ’ରୁମ୍‌ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସ୍ବତନ୍ତ୍ର...

୯୫,୩୮୦ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨-୧୧: ଉନ୍ନତ ପାର୍ବଣ ଚାହିଦା ସତ୍ତ୍ୱେ ଚଳିତ ବର୍ଷ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ନିମ୍ନରେ ରହିଛି।...

Advertisement


Archives

Model This Week

Why Dharitri