ଧରିତ୍ରୀ ଖବରଦାତାଙ୍କ ପିତୃ ବିୟୋଗ

ପୁରୁଷୋତ୍ତମପୁର,୧୪।୬ (ସୀମାଞ୍ଚଳ ମିଶ୍ର)
ପୁରୁଷୋତ୍ତମପୁରର ‘ଧରିତ୍ରୀ’ ଖବରଦାତା ସୀମାଞ୍ଚଳ ମିଶ୍ରଙ୍କ ପିତା ତଥା ଅବସରପ୍ରାପ୍ତ ଶିକ୍ଷକ ଦୂତିକୃଷ୍ଣ ମିଶ୍ରଙ୍କ ମଙ୍ଗଳବାର ସକାଳେ ରଥସାହି ସୁନାରିତୋଟାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁଶଯ୍ୟା ନିକଟରେ ବଡପୁଅ ସନ୍ତୋଷ, ସାନପୁଅ ସୀମାଞ୍ଚଳ ଉପସ୍ଥିତ ଥିଲେ। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କାଉନସିଲର ଅଶୋକ ମହାକୁଡ, ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ଓକିଲ ସଂଘ ସଭାପତି ଉପେନ୍ଦ୍ର ପଣ୍ଡା, ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, କୃଷ୍ଣଚନ୍ଦ୍ର ଗୌଡ, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ଭାଜପା ରାଜ୍ୟ କାର୍ଯ୍ୟକାରୀ ସଦସ୍ୟ ଅରୁଣ କୁମାର ପଣ୍ଡା, ପୁରୁଷୋତ୍ତମପୁର ପ୍ରେସ୍‌ କ୍ଲବର ସମସ୍ତ ସଭ୍ୟ ଏବଂ ଓକିଲ ସଂଘର ବହୁ ସଭ୍ୟ ଶେଷ ଦର୍ଶନ କରିଥିଲେ ା ଋଷିକୁଲ୍ୟା ନଦୀ ଘାଟରେ ଅନ୍ତିମ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri