ଧରିତ୍ରୀ ଲେଖିଲା, ବନ ବିଭାଗ ଚେତିଲା, ଗଛରୁ ହଟେଇଲା ବ୍ୟାନର ଓ କଣ୍ଟା

ଦାରିଙ୍ଗବାଡି,୮।୫,(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛରେ ବ୍ୟାନର, ପୋଷ୍ଟର ଆଦି ଲଗାଇବାକୁ ଗଛରେ କଣ୍ଟାପିଟା ଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟା ପିଟା ଯାଇ ନଷ୍ଟ କରାଯାଉଥିବା ନେଇ କେବଳ ଧରିତ୍ରୀରେ ଖବର ପ୍ରକାଶିତ ପରେ ଦାରିଙ୍ଗବାଡି ବଜାରରୁ ଗଛରୁ କଣ୍ଟା ବାହାର କରିବା କାର୍ଯ୍ୟ ଆରମ୍ଭ କରିଛି ବନ ବିଭାଗ। ଏବେ ମଧ୍ୟ ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ବୁଡ଼ାଗୁଡା, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚଳରେ ରହିଥିବା ଶହ ଶହ ଗଛରେ ବ୍ୟାନର, ପୋଷ୍ଟର ପାଇଁ କଣ୍ଟା ପିଟା କରାଯାଇଛି ଏହି ସବୁକୁ ହଟେଇବା ସହ ଯେଉଁମାନେ ଏଭଳି କଣ୍ଟାପିଟୁଛନ୍ତି ସେମାନଙ୍କ ବିରୋଧରେ ବନ ବିଭାଗ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri