ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଛନ୍ତି।

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ କନକ୍ଲେଭ’। ଚଳିତବର୍ଷର ପ୍ରସଙ୍ଗ ରହିଛି ‘କ୍ଲାଇମେଟ ଚେଞ୍ଜ:ବିଲ୍ଡିଂ ରିଜିଲିଆନ୍ସ’। ଆସନ୍ତା ୨୪ ତାରିଖ ଅର୍ଥାତ୍‌ ରବିବାର ଭୁବନେଶ୍ୱରରେ ଧରିତ୍ରୀର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଯୁବ ସମ୍ମିଳନୀର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri