ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ

ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ
କଳକାରାଖାନା ସହ ଗାଡିମୋଟର ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ବାୟୁମଣ୍ଡଳରେ ଧୂଆଁ ଆସ୍ତରଣ ଓ ଅଙ୍ଗାରକାମ୍ଳ ପରିମାଣ ବଢ଼ୁଥିବାରୁ ପରିବେଶ ପ୍ରଦୂଷିତ ହେଉଛି। ଅନ୍ୟପକ୍ଷରେ ଅଙ୍ଗାରକାମ୍ଳ ସ୍ତରକୁ ନିୟନ୍ତ୍ରଣ କରୁଥିବା ଗଛକୁ କାଟି ଆମେ ବଡ଼ ଅଟ୍ଟାଳିକା କରୁଥିବାରୁ ଅମ୍ଳଜାନର ପରିମାଣ କମିବାରେ ଲାଗିଛି। ସେହିଭଳି ଏଣେତେଣେ ଅଳିଆ ଆବର୍ଜନା ପକାଯାଉଥିବାରୁ ପରିବେଶ ନଷ୍ଟ ହେଉଛି। ଏବେଠାରୁ ସର୍ତକ ନ ହେଲେ ଭବିଷ୍ୟତରେ ବଡ଼ ବିପଦର ସମ୍ମୁଖୀନ ହେବାକୁ ପଡ଼ିବ। ଲୋକେ ବଞ୍ଚତ୍ବା ପାଇଁ ସ୍ବଚ୍ଛ ଜଳ ଓ ସୁସ୍ଥ ବାୟୂର ଅଭାବର ଅନୁଭବ କରିବେ।

ପ୍ରକୃତି ଆମ ଜୀବନର ଆଧାର
ମହାନ୍‌ ହିନ୍ଦୀ କବି ସୁମିତ୍ରା ନନ୍ଦନ ପନ୍ଥଙ୍କ କହିବା ଅନୁଯାୟୀ, ମଣିଷ ସବୁଠାରୁ ସୁନ୍ଦର ପ୍ରାଣୀ। ପ୍ରକୃତି ଆମ ଜୀବନର ଆଧାର। ବିକାଶ ଦୌଡ଼ରେ ଆମେ ବହୁଳ ଭାବରେ ଗଛକାଟି ଏବଂ ପ୍ଲାଷ୍ଟିକକୁ ବ୍ୟବହାର କରି ପ୍ରକୃତିକୁ ନଷ୍ଟ କରୁଛେ। ଏଥିପାଇଁ ଆମର ଅଭ୍ୟାସରେ ପରିବର୍ତ୍ତନ ଆଣିବା ଜରୁରୀ। ନିଜର ବ୍ୟସ୍ତବହୁଳ ଜୀବନରେ କିଛି ସମୟ ପ୍ରକୃତିର ସୁରକ୍ଷା ପାଇଁ ଆମକୁ କାର୍ଯ୍ୟ କରିବାକୁ ପଡ଼ିବ। ପୃଥିବୀ କେବଳ ଆମର ନୁହେଁ। ଆମେ ଯାହା କରିକି ଯିବା, ତା’ର ପ୍ରଭାବ ଆଗାମୀ ପିଢ଼ି ଉପରେ ଅଧିକ ପଡ଼ିବ। ଏଥିପାଇଁ ସମସ୍ତେ ସଚେତନ ହେବା ଜରୁରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ୨୦ ଜଣ ଖେଳାଳିଙ୍କ ମଧ୍ୟରୁ ଚୟନ କରାଯିବ ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳ ଯେଉଁଥିରୁ ସ୍ଥାନ ପାଇବେ କେବଳ…

ନୂଆଦିଲ୍ଲୀ,୮।୧୧: ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆ ଦ୍ୱାରା ଆୟୋଜିତ ହେବାକୁ ଥିବା ୨୦୨୭ ଦିନିକିଆ ବିଶ୍ୱକପ ଆସନ୍ତା ବର୍ଷ ଅକ୍ଟୋବର ୨ରୁ ଆରମ୍ଭ ହେବ। ଦଳଗୁଡ଼ିକ…

ଅଧିକାଂଶ ଅଫିସରେ ଏମିତି ଦୁର୍ନୀତିଗ୍ରସ୍ତ ଅଫିସର ଅଛନ୍ତି: ଏମ୍‌ପି ପ୍ରତାପ

ବାଲେଶ୍ୱର,୮।୧୧(ବାଞ୍ଛାନିଧି ଦେ): ବାଲିଆପାଳର ସବ୍‌ ରେଜିଷ୍ଟ୍ରାର ମନୀଷା ମିଶ୍ର ଭିଜିଲାନ୍ସ ଟିମ୍‌ ଦ୍ୱାରା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହେବା ଜାଣି ଏମ୍‌ପି ପ୍ରତାପ ଚନ୍ଦ୍ର…

କ୍ୟାମେରାରେ କଏଦ ହେଲା ବିରାଟ କୋହଲିଙ୍କ ରାଗ; ଆଙ୍ଗୁଠି ଦେଖାଇ ପ୍ରଶଂସକଙ୍କୁ ଇଙ୍ଗିତ କରି କହିଲେ…

ନୂଆଦିଲ୍ଲୀ,୮।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ ସମୟରେ ଏପରି ଏକ ଘଟଣା ଘଟିଲା, ଯେଉଁଥିରେ ବିରାଟ କୋହଲିଙ୍କ ଏକ ଅତ୍ୟନ୍ତ ଗମ୍ଭୀର…

ନିଶାଦ୍ରବ୍ୟ କାରବାର ମାମଲାରେ ଅଭିଯୁକ୍ତ ଅଟକ, ରହିଛି ପଶ୍ଚିମବଙ୍ଗ ଲିଙ୍କ

ହାଟଡିହୀ/ଛେନାପଦୀ,୮ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):ନିଶାଦ୍ରବ୍ୟ କାରବାର ସମ୍ପର୍କିତ ଏକ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପଶ୍ଚିମବଙ୍ଗ ହୁଗୁଳି ଜିଲା ଅନ୍ତର୍ଗତ ହରିପାଳ ଥାନା ପୁଲିସ ଟିମ କେନ୍ଦୁଝର…

ଏଇ ଭାରତରେ

ଗୁଜରାଟରେ ସବୁଠୁ ଅଧିକ ଜଳାଭାବର ସମ୍ମୁଖୀନ ହେଉଥିବା ଆଦିବାସୀ ଅଧ୍ୟୁଷିତ ଡାଙ୍ଗ, ନର୍ମଦା ଓ ବରୁଚ ଜିଲାରେ ନୀତା ପଟେଲ ଚେକ୍‌ ଡ୍ୟାମ ଓ ଜଳାଶୟର ପୁନରୁଦ୍ଧାର…

ପ୍ରଜ୍ୱଳିତ ପ୍ରଦୀପର ମହାପାର୍ବଣ

ଦୀପାବଳି ହେଉଛି ଶୁଭରାତ୍ରି ଓ ମହାନିଶା। ଦୀପାବଳି ଶବ୍ଦର ଅନେକ ଅର୍ଥ ରହିଥିଲେ ମଧ୍ୟ ଏହାର ଅନ୍ତର୍ନିହିତ ଚିନ୍ତା ଚେତନାଟି ହେଉଛି ଅନ୍ଧକାର ଉପରେ ପ୍ରକାଶ ଏବଂ…

ପତନମୁଖୀ ସାମ୍ରାଜ୍ୟବାଦୀ ନେତୃତ୍ୱ

ବିଶ୍ୱ ନେତୃତ୍ୱ ବହନ କରିଆସିଥିବା ଆମେରିକା ଏବେ ୧୨୦ ବର୍ଷ ପରେ କଠିନ ପରୀକ୍ଷାର ସମ୍ମୁଖୀନ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ନିଜର ଅହଂକାରିତା ଓ…

ସୀମିତ ଅଧିକାର

ପଶ୍ଚିମବଙ୍ଗରେ ଭାଜପା କ୍ଷମତାକୁ ଆସିବା ପରେ ବଙ୍ଗୀୟ ଖ୍ରୀଷ୍ଟିଆନଙ୍କ ଚର୍ଚ୍ଚଗୁଡ଼ିକ ଉପରେ ଆକ୍ରମଣ ଆରମ୍ଭ ହୋଇଯାଇଛି। ଗତ ସପ୍ତାହରେ କାରୱାନ-ଇ-ମୋହବତ (ପୂର୍ବତନ ଆଇଏଏସ୍‌ ଅଧିକାରୀ ହର୍ଷ ମନ୍ଦରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?