୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ ଶେଷ ହେବାକୁ ଯାଉଛି।

ଏହି ମହୋତ୍ସବରେ ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ଏହି ପଡ଼ିଆରେ ବ୍ୟବସାୟ କରିବା ପାଇଁ ସୋମବାର ଦିନ ବ୍ୟବସାୟୀଙ୍କ ଏକ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଧାଡ଼ିରେ ମହିଳାମାନେ ମଧ୍ୟ ସାମିଲ ହୋଇଥିଲେ। ଇଚ୍ଛୁକ ବ୍ୟବସାୟୀମାନେ ୨୧ରୁ ୨୩ତାରିଖ ମଧ୍ୟରେ କମିଟି କାର୍ଯ୍ୟାଳୟରେ ସେମାନଙ୍କ ଆଧାର କାର୍ଡ ଓ ଦେୟ ଦାଖଲ କରି ସେମାନଙ୍କ ସ୍ଥାନ ପାଇଁ ରସିଦ ଦିଆଯିବାର ବ୍ୟବସ୍ଥା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri