Odisha Elections 2024
Posted inରାଜ୍ୟ

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ ପ୍ରଥମେ ସେ ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ନାମାଙ୍କନ ପତ୍ର ଦାଖଲ କରିବାକୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ ବୋଳି ସୂଚନା ରହିଛି। ଅନ୍ୟପଟେ ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ...

ଆଜି ଆସିବେ ସଚିନ ପାଇଲଟ

ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ...

ଜୁଲାଇ ୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୧୮ା୫(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ...

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri