ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ ଉତ୍ସବରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି। ତେବେ ନରସିଂହଙ୍କ ଦୁଇ ପୁଅଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ ଚାଲିଛି। ଏହି ବୈଠକରେ ଭାଜପାର ୩ ନେତା ମଧ୍ୟ ଉପସ୍ଥିତ ଅଛନ୍ତି। ଅନ୍ୟପଟେ ନରସିଂହଙ୍କ ଘରେ ଧର୍ମେନ୍ଦ୍ରଙ୍କ ଉପସ୍ଥିତିକୁ ନେଇ କିଛି ନୂଆ ସମୀକରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଏପଟେ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଧର୍ମେନ୍ଦ୍ର-ନରସିଂହଙ୍କ ବୈଠକକୁ ଭିନ୍ନ ଦୃଷ୍ଟିରେ ଦେଖିଛନ୍ତି। ରାଜନୀତିରେ ସବୁ ସମ୍ଭବ ବୋଲି କହିଛନ୍ତି ଭାଜପା ନେତା ଗୋପାଳଜୀ ପାଣିଗ୍ରାହୀ।

ସେହିପରି କଂଗ୍ରେସ ନେତା ସମରେନ୍ଦ୍ର ମିଶ୍ର କହିଛନ୍ତି, ଲୋକଙ୍କ ଚିନ୍ତାଧାରା ଉପରେ ଆମର ନିୟନ୍ତ୍ରଣ ନାହିଁ। ଯେ ଯାହା ବି ହେଉନା କାହିଁକି ନରସିଂହଙ୍କ ଘରେ ଧର୍ମେନ୍ଦ୍ରଙ୍କ ଉପସ୍ଥିତିକୁ କଂଗ୍ରେସ ନେତାମାନେ ଭିନ୍ନ ଭିନ୍ନ ଦୃଷ୍ଟିରେ ଦେଖିଛନ୍ତି। ତେବେ ରାଜନୀତିରେ ମୋଡ଼ କେଉଁଆଡ଼କୁ ଯାଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri