ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କଲେ ଧର୍ମେନ୍ଦ୍ର, କହିଲେ…

ଭୁବନେଶ୍ୱର,୧୦।୫: ବିଜେଡିର ନିର୍ବାଚନୀ ଇସ୍ତାହାରକୁ ନେଇ କଟାକ୍ଷ କଲେ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର କହିଛନ୍ତି, ବିଜେଡି ଇସ୍ତାହାରରେ କିଛି ନୂଆ ନାହିଁ , ଭାଜପାର ଇସ୍ତାହାରକୁ କିଛିଟା କପି କରିଛନ୍ତି। ଭୁଆଁ ବୁଲାଇବାକୁ ପ୍ରୟାସ, ଲୋକେ ବିଶ୍ୱାସ କରିବେନି। ବିଜେଡିର ଘୋଷଣାପତ୍ରରେ ଫମ୍ପା ପ୍ରତିଶ୍ରୁତି ଦିଆଯାଇଛି।

ଧର୍ମେନ୍ଦ୍ର ଆହୁରି କହିଛନ୍ତି , ଚାଷଜମିକୁ ପାଣି ନାହିଁ କି ଶୀତଳ ଭଣ୍ଡାର ନାହିଁ। ୨୪ ବର୍ଷ ସରକାରରେ ଲୋକେ କାମ ପାଇଁ ଘର ଛାଡୁଛନ୍ତି। ୧ ଲକ୍ଷ ସରକାରୀ ପଦବୀ ଖାଲି ପଡିଛି। ଏନସିଆରବି ରିପୋର୍ଟରେ ଓଡ଼ିଶାର ମହିଳା ସବୁଠୁ ନିର୍ଯାତିତ।


Enter your email to get our daily news in your inbox.

All Right Reserved By Dharitri.Com

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri