Odisha Elections 2024

ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କଲେ ଧର୍ମେନ୍ଦ୍ର, କହିଲେ…

ଭୁବନେଶ୍ୱର,୧୦।୫: ବିଜେଡିର ନିର୍ବାଚନୀ ଇସ୍ତାହାରକୁ ନେଇ କଟାକ୍ଷ କଲେ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର କହିଛନ୍ତି, ବିଜେଡି ଇସ୍ତାହାରରେ କିଛି ନୂଆ ନାହିଁ , ଭାଜପାର ଇସ୍ତାହାରକୁ କିଛିଟା କପି କରିଛନ୍ତି। ଭୁଆଁ ବୁଲାଇବାକୁ ପ୍ରୟାସ, ଲୋକେ ବିଶ୍ୱାସ କରିବେନି। ବିଜେଡିର ଘୋଷଣାପତ୍ରରେ ଫମ୍ପା ପ୍ରତିଶ୍ରୁତି ଦିଆଯାଇଛି।

ଧର୍ମେନ୍ଦ୍ର ଆହୁରି କହିଛନ୍ତି , ଚାଷଜମିକୁ ପାଣି ନାହିଁ କି ଶୀତଳ ଭଣ୍ଡାର ନାହିଁ। ୨୪ ବର୍ଷ ସରକାରରେ ଲୋକେ କାମ ପାଇଁ ଘର ଛାଡୁଛନ୍ତି। ୧ ଲକ୍ଷ ସରକାରୀ ପଦବୀ ଖାଲି ପଡିଛି। ଏନସିଆରବି ରିପୋର୍ଟରେ ଓଡ଼ିଶାର ମହିଳା ସବୁଠୁ ନିର୍ଯାତିତ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri