ପ୍ଲାଜମା ଦାନ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩ା୧୦(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ଶନିବାର ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କଟକ ଏସ୍‌ସିବି ମେଡିକାଲରେ ପହଞ୍ଚି ପ୍ଲାଜମା ଦାନ କରିଛନ୍ତି। କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କରିବେ ବୋଲି ପୂର୍ବରୁ ଧର୍ମେନ୍ଦ୍ର ଘୋଷଣା କରିଥିଲେ। ସେହି ଅନୁଯାୟୀ ସେ ଆଜି କରୋନା ଆକ୍ରାନ୍ତଙ୍କ ପାଇଁ ପ୍ଲାଜମା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି...

ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି  ୧୯୬...

କଟକରେ ବଢୁଛି କ୍ରେଜ : ପସନ୍ଦରେ ଯୋଗଡ୍ୟାନ୍ସ

କଟକ ଅଫିସ, ୨୧।୬ : ନୀରୋଗ ଜୀବନଯାପନ କରିବାର ମାଧ୍ୟମ ହେଉଛି ଯୋଗ। ଯୋଗ ଦ୍ୱାରା କେବଳ ଶାରୀରିକ ନୁହେଁ ମାନସିକ ଭାବେ ମଧ୍ୟ ଲୋକମାନେ...

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ଏବେ ୮,୦୨୮ରେ...

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ...

ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ

କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି।...

ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଦେଉନି ଜେଲ ବିଭାଗ

ଭୁବନେଶ୍ୱର,୮।୯ (ବ୍ୟୁରୋ):  ଜେଲରେ ରହୁଥିବା କଏଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସବୁ ରାଜ୍ୟର ଜେଲ ବିଭାଗ ଗୁରୁତ୍ୱ ଦେଉଛନ୍ତି। କଏଦୀମାନେ ଜେଲରୁ...

Advertisement


Archives

Model This Week