ରାଜ୍ୟପାଳଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରିଛନ୍ତି। ଏଥିସହ ରାଜ୍ୟପାଳଙ୍କ ସହଧର୍ମିଣୀ ସୁଶୀଳା ଦେବୀଙ୍କ ପରଲୋକରେ ଗଭୀର ଶୋକବ୍ୟକ୍ତ କରିବା ସହ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୁଶୀଳା ଦେବୀ ଜଣେ ମହୀୟସୀ ଏବଂ ସ୍ନେହାଶୀଳା ମହିଳା ଥିଲେ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଅପୂରଣୀୟ କ୍ଷତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ବାହାନାରେ ରାଜସ୍ଥାନକୁ ମହିଳା ଚାଲାଣ

ଯାଜପୁର ଅଫିସ,୨୬ା୫: ପ୍ରଶାସନ ଓ ପୋଲିସର ଦୃଷ୍ଟି ଆଢ଼ୁଆଳରେ ବିବାହ ଆଳରେ ଗରିବ ଯୁବତୀ ଓ ମହିଳାମାନଙ୍କୁ ବିଭିନ୍ନ ରାଜ୍ୟକୁ ଚାଲାଣ ହେଉଥିବା ଅଭିଯୋଗ ହୋଇଛି।...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର,୧୩ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ଆସନ୍ତା ୧୪ରେ ମୁମ୍ବାଇର ଏକ ଘରୋଇ ହୋଟେଲ୍‌ରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା...

ଚଳନ୍ତା ଟ୍ରେନ୍‌ ତଳେ ସେଲ୍ଫି ଷ୍ଟଣ୍ଟ୍‌

ଭବାନୀପାଟଣା,୨୬।୩(ସ୍ବ.ପ୍ର.): ବିପଦପୂର୍ଣ୍ଣ ସେଲ୍ଫି ଉଠାଇବା ନିଶା ଯୁବପିଢ଼ିଙ୍କୁ ଘାରିଛି। ଏଥିରେ ଜୀବନହାନି ହେଉଥିବାର ଅନେକ ନଜିର ରହିଥିଲେ ମଧ୍ୟ ସେମାନଙ୍କ ଉପରେ ପ୍ରାୟତଃ ପ୍ରଭାବ ପଡ଼ୁନାହିଁ।...

କଣିହାଁରେ ପ୍ରତିଷ୍ଠା ହେବ ଜେଏମ୍‌ଏଫ୍‌ସି

କଣିହାଁ, ୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମ୍‌ଏଫସି) ପ୍ରତିଷ୍ଠା ହେବ। ଏ ନେଇ ସୋମବାର ଅପରାହ୍ନ ୫ଟାରେ...

‘ମୋ ସ୍କୁଲ’ ଅଭିଯାନ ପ୍ରକଳ୍ପକୁ ୧୦.୭୫ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ‘ମୋ ସ୍କୁଲ’ ଅଭିଯାନର ୧୯ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ...

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର...

ଲଙ୍କାଗଡରେ ମାଓବାଦୀ ପୋଷ୍ଟର: ପୋଲିସ ଇନ୍‌ଫର୍ମରଙ୍କୁ ଚେତାବନୀ

ବାଲିଗୁଡା,୧୭ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର...

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା...

Advertisement
Archives

Model This Week