Odisha Elections 2024

ରୌପ୍ୟ ପଦକ ବିଜୟୀ କିଶୋର ଜେନାଙ୍କୁ ଭେଟିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୮ା୧୦ଏସୀୟ କ୍ରୀଡ଼ାର ଜାଭେଲିନ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ଆଥଲେଟ୍‌ କିଶୋର କୁମାର ଜେନାଙ୍କୁ ଶନିବାର ନୂଆଦିଲ୍ଲୀଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରିଛନ୍ତି, ରୌପ୍ୟ ପଦକ ବିଜେତା କିଶୋର କୁମାର ଜେନାଙ୍କୁ ଭେଟି ସେ ଆନନ୍ଦିତ। ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ କିଶୋର ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଜିତିଛନ୍ତି। ତାଙ୍କ ଆତ୍ମବିଶ୍ୱାସ, ପରିଶ୍ରମ ଓ ଆଗକୁ ବଢିବାର ଅଭିଳାଷ ପ୍ରଶଂସନୀୟ। ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରି ଆମ ଦେଶକୁ ଗର୍ବିତ କରିଥିବାରୁ ଶୁଭେଚ୍ଛା। ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri