କଳାର ଯାଦୁରେ ବାନ୍ଧି ରଖିପାରୁଥିଲେ ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ଓଡିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା। ପିଢିପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ। ଅମର ଆତ୍ମାର ସଦଗତି କାମନା କରୁଛି ଓ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି। ଏହି କଷ୍ଟକର ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସିମ ସାହାସ ପ୍ରଦନ କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି।...

ଏସ୍‌ସିବି ଆସିବେ ଜଗା-କାଳିଆ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ...

ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ...

ବରମୁଣ୍ଡା ରୁଚିକା ନର୍ସିଂହୋମ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଥିବା ଏକ ନର୍ସିଂହୋମ୍‌କୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ସିଲ୍‌ କରିଛି। ବରମୁଣ୍ଡା ଅଞ୍ଚଳରେ ଥିବା ରୁଚିକା ନର୍ସିଂହୋମ୍‌କୁ ସିଲ୍‌ କରାଯାଇଛି। ହସ୍ପିଟାଲରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର...

ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍‌-୧୯ କିଟ୍‌

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ...

ଓଡ଼ିଶାରେ ଚିହ୍ନଟ ହେଲା ୫ ପ୍ରକାର କରୋନା ଭୂତାଣୁ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି...

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର...

Play 250+ Trending Games
Archives

Model This Week

Why Dharitri