୫୦ ବର୍ଷ ପରେ ଏକାଠି ହେବେ ଧର୍ମେନ୍ଦ୍ର-ମୁମତାଜ୍‌

ବମ୍ବେ: ଦୀର୍ଘ ୫୦ ବର୍ଷ ପରେ ଗୋଟିଏ ମଞ୍ଚରେ ଏକାଠି ହେବାକୁ ଯାଉଛନ୍ତି ଧର୍ମେନ୍ଦ୍ର-ମୁମତାଜ୍‌। ଟେଲି ପରଦାର ଲୋକପ୍ରିୟ ଶୋ’ ‘ଇଣ୍ଡିଆନ ଆଇଡଲ ୧୩’ରେ ଏହି ଯୋଡ଼ିଙ୍କୁ ଦେଖିବାକୁ ମିଳିବ। ଏମିତି କରି ଦୁଇ ଦୁଇଟି ଇତିହାସ ରଚିବ ଶୋ। ତେବେ ଏନେଇ ନିର୍ମାତା ଭିଡିଓ ଶେୟାର କରି ସମସ୍ତଙ୍କୁ ଜଣାଇଛନ୍ତି।

ପୂର୍ବରୁ ଅନେକ ଶୋ’କୁ ମୁମତାଜଙ୍କୁ ଅତିଥି ଭାବେ ନିମନ୍ତ୍ରଣ ମିଳିଛି। ହେଲେ ସେ ରାଜି ହୋଇ ନ ଥିଲେ। ପ୍ରଥମ ଥର ଲାଗି ସେ ସ୍ବଇଚ୍ଛାରେ ଇଣ୍ଡିଆନ ଆଇଡଲରେ ସାମିଲ ହେବାକୁ ଯାଉଛନ୍ତି।

ଧର୍ମେନ୍ଦ୍ରଙ୍କ ସହ ଦୁଇଟି ଫିଲ୍ମ ‘ଲୋଫର’ ଏବଂ ‘ଝିଲ କେ ଉସ୍‌ ପାର’ କରିଥିଲେ ମୁମତାଜ। ଏହା ୧୯୭୩ରେ ପରଦାକୁ ଆସିଥିଲା। ଏବେ ଏହାର ୫୦ ବର୍ଷ ପରେ ଉଭୟ କଳାକାର ଏକାଠି ହେବା ପ୍ରଶଂସକଙ୍କ ଲାଗି କୌଣସି ଉପହାରଠାରୁ କମ୍‌ ହେବ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri