Posted inUncategorized

୨ଜି ଜୈବ ଇଥାନଲ ବିଶୋଧନାଗାର କାମର ଫଟୋ ପୋଷ୍ଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ଠାରେ ବିପିସିଏଲ୍‌ ଦ୍ୱାରା ପ୍ରତିଷ୍ଠା ହେଉଥିବା ୨ଜି ଜୈବ ଇଥାନଲ ବିଶୋଧନାଗାରର ଅଗ୍ରଗତି କାର୍ଯ୍ୟର ଫଟୋ ସାମାଜିକ ଗଣମାଧ୍ୟମରେ ଶେୟାର କରିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ରେ ଉଲ୍ଲେଖକରି କହିଛନ୍ତି, ଜୈବ ବିଶୋଧନାଗାରର ନିର୍ମାଣ କାମ ଅଗ୍ରଗତି ହେଉଛି। ଏହି ପ୍ଲାଣ୍ଟ ଆରମ୍ଭ ହେଲେ ପଶ୍ଚିମ ଓଡ଼ିଶାର ବିକାଶର ନୂଆ ଅଧ୍ୟାୟ ଆରମ୍ଭ ହେବ। ବରଗଡ଼ ୨ଜି ଜୈବ ବିଶୋଧନାଗାର ୱେଷ୍ଟ ଟୁ ୱେଲ୍‌ଥକୁ ପ୍ରୋତ୍ସାହନ ଦେବା ସହ ଚାଷୀଙ୍କ ଆୟ ବୃଦ୍ଧି କରିବ। ରୋଜଗାର ଏବଂ ସ୍ବରୋଜଗାରର ସୁଯୋଗ ସୃଷ୍ଟି ହେବ। ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ସବୁଜ ଇନ୍ଧନକୁ ପ୍ରୋତ୍ସାହନ ଦେବା ସଙ୍ଗେ ସଙ୍ଗେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାକୁ ସାକାର କରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚହଳ ପକାଇଲେ ବିରାଟ କୋହଲି: ରୋହିତ ଶର୍ମାଙ୍କ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ,୧୦।୧୧: ନିକଟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ବିରାଟ କୋହଲିଙ୍କ ଚମତ୍କାରିତା ପ୍ରଥମେ ପଡ଼ିଆରେ ଦେଖାଯାଇଥିଲା। ଏବଂ ଏବେ ଏହି ଅଭିଜ୍ଞ ଖେଳାଳି ICC ରାଙ୍କିଙ୍ଗରେ ମଧ୍ୟ...

ରଣବୀରଙ୍କ ମୁଭି ‘ଧୁରନ୍ଧର’କୁ ନେଇ ବେଲୁଚିସ୍ତାନରେ ହଙ୍ଗାମା, ଆସିଲା ଅନେକ ଅଭିଯୋଗ

ଇସଲାମାବାଦ,୯।୧୨: ରଣବୀର ସିଂହଙ୍କ ନୂଆ ମୁଭି, ‘ଧୁରନ୍ଧର’ ବକ୍ସ ଅଫିସରେ ଏକ ଭଲ ଆରମ୍ଭ କରିଛି, କିନ୍ତୁ କାହାଣୀର କିଛି ଅଂଶ ଏକ ନୂଆ ବିବାଦ...

ତୁମ ପାଇଁ ଅଛି ମୁଁ

ମୁଁ ତୁମ ପାଇଁ/ତୁମେ ମୋ ପାଇଁ/କୋଳାକୋଳି ହେବା ଆମେ / ଦୁହେଁ ଦୁହିଁଙ୍କ ପାଇଁ/ ସବୁକିଛି ଆମର/ ପର କଥା କି ଦରକାର /ବାକି ଯାହା...

ଓଡ଼ିଶା: ଆଜିର ଫଟୋ (୧ ଡିସେମ୍ବର, ୨୦୨୫ )

BJEM School – ୫୧ତମ ବାର୍ଷିକ କ୍ରୀଡା ମହୋତ୍ସବ ଉଦ୍ଘାଟନ ଉତ୍ସବ

‘ତୁମ ପାଇଁ ସେନାରେ ସ୍ଥାନ ନାହିଁ’ ଇସାଇ ଅଧିକାରୀଙ୍କୁ କାହିଁକି ଏମିତି କହିଲେ କୋର୍ଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୧୧: ମଙ୍ଗଳବାର ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଜଣେ ଖ୍ରୀଷ୍ଟିଆନ ସେନା ଅଧିକାରୀଙ୍କ ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି କରିଥିଲେ। ଗୁରୁଦ୍ୱାରରେ ପ୍ରାର୍ଥନାରେ ଯୋଗ ଦେବାକୁ...

ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର…

ଭୁବନେଶ୍ୱର,୨୪।୧୧: ହ୍ୟୁମାନ ମୃତ୍ୟୁକୁ ନେଇ ତେଜୁଛି ଅସନ୍ତୋଷ। ଗୃହ ବିଭାଗର ଦ୍ୱାରସ୍ଥ ହେଲା ଓଡ଼ିଶା ସିଭିଲ ସୋସାଇଟି। ନିରପେକ୍ଷ ତଦନ୍ତ ସହ ମୃତ୍ୟୁ ରହସ୍ୟ ଉନ୍ମୋଚନ...

ଧର୍ମେନ୍ଦ୍ର ଚାହୁଁ ନ ଥିଲେ ହେମାମାଳିନୀ ରାଜନୀତି କରନ୍ତୁ….

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ରଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଆଉ କେଇଟା ଦିନ ପରେ ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ...

ନିର୍ବାଚନ ଫଳାଫଳ ପୂର୍ବରୁ ଲାଗିଲା ନୀତୀଶଙ୍କ ପୋଷ୍ଟର, ସମର୍ଥକ କହିଲେ ଟାଇଗର…

ପାଟନା,୧୩।୧୧: ବିହାରର ୨୪୩ ବିଧାନସଭା ଆସନର ଫଳାଫଳ ଘୋଷଣା ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଥିବା ବେଳେ, ଅନେକ ଏକଜିଟ ପୋଲ ପ୍ରକାଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri