ରତ୍ନଭଣ୍ଡାରକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରତିଶ୍ରୁତି ଦେଇଥିଲୁ, ରତ୍ନଭଣ୍ଡାର ଖୋଲିଲୁ। ଆଗକୁ ମଣତି ଓ ଗଣତି କରାଯିବ। ଏଥିସହ ବଳଭଦ୍ର ପଡ଼ିଥିବା ଘଟଣାକୁ ନେଇ ସେ ଦୁଃଖ ପ୍ରକାଶ କରିଛନ୍ତି। ଆଗକୁ ଏଭଳି କାର୍ଯ୍ୟ ନ ହେବ ସେ ଦିଗରେ ଧ୍ୟାନ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଭିତର ରତ୍ନଭଣ୍ଡାର ଖୋଲିଥିଲା। ତେବେ ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଥିଲା। ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ ବୋଲି ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି। ଜଷ୍ଟିସ ବିଶ୍ୱନାଥଙ୍କ କହିବାନୁଯାୟୀ, ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା। ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?