ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ

ସମ୍ବଲପୁର,୧୨।୪: ଏଥର ସମ୍ବଲପୁର ଦେଖିବ ବଡ଼ ଲଢ଼େଇ । ମଇଦାନର ଗୋଟିଏ ପଟେ ଅଛନ୍ତି ଭାଜପାର ହେଭିୱେଟ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଅନ୍ୟପଟେ ବିଜେଡିର ହେଭିୱେଟ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ତେବେ ଆଜିର ପ୍ରଚାରରରେ ଲୋକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ନୂଆ ଗେଟ୍‌ଅପ୍‌ରେ ଦେଖିବାକୁ ପାଇଛନ୍ତି।

ସମ୍ବଲପୁରୀ କୁର୍ତ୍ତା ଓ ଉତ୍ତରୀୟ ସହ ପୁରା ଫର୍ମରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଧର୍ମେନ୍ଦ୍ର । ଛୋଟ ଛୋଟ ହୋଟେଲକୁ ଯାଇ ଲୋକଙ୍କ ସହ ବସି ଖାଉଛନ୍ତି ଏବଂ ପାରମ୍ପରିକ ପର୍ବଗୁଡ଼ିକରେ ସାମିଲ ହେଉଛନ୍ତି । ଆଜି ଭାଇ-ଜିଉଁନ୍ତିଆ ପର୍ବରେ ସାମିଲ ହୋଇ ଲୋକଙ୍କ ସହ ପର୍ବ ପାଳନ କରିଛନ୍ତି। କେବଳ ସେ ନୁହେଁ ତାଙ୍କ ସ୍ତ୍ରୀ ମୃଦୁଳା ଠାକୁରଙ୍କୁ ମଧ୍ୟ ସମ୍ବଲପୁରୀ ଗେଟଅପରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri